Home Bibles ☰ Books ସିଫନିୟ 1:17 · ଓଡ଼ିଆ ବାଇବେଲ
ସିଫନିୟ 1:17 · ଓଡ଼ିଆ ବାଇବେଲ

ସଦାପ୍ରଭୁ କହିଲେ, ସହେି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ଯା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସହେି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛନ୍ତି। ସମାନଙ୍କେର ମୃତ ଶରୀର ଭୂମି ଉପ ରେ ଗୋବର ପରି ପଡି ରହିବ।

Cross references

ଦିତୀୟ ବିବରଣ 28:28

ସଦାପ୍ରଭୁ ତୁମ୍ଭମାନଙ୍କୁ ଉନ୍ନାଦ ଓ ଅନ୍ଧତା ଓ ତିତ୍ତ ସ୍ତବ୍ଧତା ଦ୍ବାରା ଆଘାତ କରିବେ।

ଦିତୀୟ ବିବରଣ 28:29

ତୁମ୍ଭମାନେେ ଦିନ ବେଳେ ମଧ୍ଯ ଅନ୍ଧଙ୍କ ପରି ଦରାଣ୍ତି ହବେ। ତୁମ୍ଭମାନେେ ଆପଣା କାର୍ୟ୍ଯ ରେ ସର୍ବଦା କୃତକାର୍ୟ୍ଯ ହବେନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ଥ ଓ ଲକ୍ସ୍ଟସ୍ଖିତ ହବେ। କହେି ତୁମ୍ଭକୁ ଉଦ୍ଧାର କରିବାକୁ ନଥିବେ।

ଦିତୀୟ ରାଜାବଳୀ 9:33

ଯହେୂ ସମାନଙ୍କେୁ କହିଲେ, ଇଷବଲକେୁ ତଳକୁ ପକାଇ ଦିଅ।

ଗୀତସଂହିତା 79:2

ସମାନେେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖଚେର ପକ୍ଷୀଗଣଙ୍କୁ ଦଇେଅଛନ୍ତି। ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ଯ ପଶୁଗଣଙ୍କୁ ଦଇେଛନ୍ତି।

ଗୀତସଂହିତା 79:3

ଶତ୍ରୁମାନେ ୟିରୂଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ। ସମାନଙ୍କେୁ କବର ଦବୋ ପାଇଁ କାହାରିକୁ ରଖି ନ ଥିଲେ।

ଗୀତସଂହିତା 83:10

ସମାନଙ୍କେୁ ଐନଦୋର ନିକଟରେ ପରାସ୍ତ କଲ ଏବଂ ସମାନଙ୍କେ ଶରୀର ସହେି ସ୍ଥାନରେ ସଢ଼ି ଗଲା।

ଯିଶାଇୟ 24:5

ପୃଥିବୀବାସୀ ପୃଥିବୀକୁ ଅପବିତ୍ର କରିଛନ୍ତି। କାରଣ ସମାନେେ ପରମେଶ୍ବର ଶିକ୍ଷାସମୂହକୁ ଉଲଙ୍ଘନ କରିଛନ୍ତି। ସମାନେେ ପରମେଶ୍ବରଙ୍କ ବିଧି ଓ ଚୁକ୍ତିକୁ ପାଳନ କରି ନାହାଁନ୍ତି। ଅନନ୍ତକାଳସ୍ଥାଯୀ ଚୁକ୍ତିକୁ ଲଙ୍ଘନ କରିଛନ୍ତି।

ଯିଶାଇୟ 29:10

କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପ ରେ ଘାରେ ନିଦ୍ରାଜନକ ଆତ୍ମା ଢ଼ାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ଯଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ଯଦ୍ ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।

ଯିଶାଇୟ 50:1

ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।

ଯିଶାଇୟ 59:9

ଏଥି ସକାେଶ ନ୍ଯାଯ ବିଚାର ଆମ୍ଭଠାରୁ ଦୂର ରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭମାନେେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କବଳେ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାର ରେ ଭ୍ରମଣ କରୁ।

ଯିଶାଇୟ 59:12

ତୁମ୍ଭ ସମ୍ମୁଖ ରେ ଆମ୍ଭମାନଙ୍କର ଅଧର୍ମ ଅନକେ ଓ ଆମ୍ଭମାନଙ୍କର ପାପ ଆମ୍ଭ ବିରୁଦ୍ଧ ରେ ସାକ୍ଷ୍ଯ ଦେଉଅଛି। କାରଣ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ପାପଗୁଡ଼ିକ ଆମ୍ଭମାନେେ ଜାଣୁ।

ଯିରିମିୟ 2:17

ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି। କାରଣ ପରମେଶ୍ବର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନବୋ ବେଳେ ତୁମ୍ଭେ ତାହାଙ୍କୁ ପରିତ୍ଯାଗ କରିଅଛ।

ଯିରିମିୟ 2:19

ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।

ଯିରିମିୟ 3:25

ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।

ଯିରିମିୟ 4:18

ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିଯାସବୁ ତୁମ୍ଭପ୍ରତି ଦୁଃଖ ଘଟାଇଅଛି। ସହେି ମନ୍ଦ କ୍ରିଯା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ଯନ୍ତ ତିକ୍ତ ଓ ମର୍ମଭଦକେ।

ଯିରିମିୟ 9:21

'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'

Interlinear

Choose Theme