Home Bibles ସିଫନିୟ 1:4 · ଓଡ଼ିଆ ବାଇବେଲ
ସିଫନିୟ 1:4 · ଓଡ଼ିଆ ବାଇବେଲ

ସଦାପ୍ରଭୁ କହିଲେ, ଆମ୍ଭେ ଯିହୁଦା ଓ ୟିରୁଶାଲମ ବାସିନ୍ଦାଙ୍କୁ ଦଣ୍ତ ଦବୋ। ଆମ୍ଭେ ସହେି ସ୍ଥାନରୁ ମୂର୍ତ୍ତି ପୂଜକ ଯାଜକଙ୍କୁ ହଟାଇଦବୋ। ଆମ୍ଭେ ବାଲର ଶଷେ ସଙ୍କତକେୁ ହଟାଇ ଦବୋ। ସମସ୍ତ ଲୋକ

Cross references

ଯାତ୍ରା ପୁସ୍ତକ 15:12

ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ଉଠାଇଲ ଏବଂ ପୃଥିବୀ ସମାନଙ୍କେୁ ଗ୍ରାସ କଲା।

ଦିତୀୟ ରାଜାବଳୀ 21:13

ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।

ଦିତୀୟ ରାଜାବଳୀ 23:4

ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବାଲର, ଆଶରୋମୂର୍ତ୍ତୀର ଓ ସ୍ବର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ଯା ଦବେତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲକିଯ ମହାୟାଜକକୁ, ଦ୍ବିତୀୟ ଶ୍ ରଣେୀର ଯାଜକମାନଙ୍କୁ ଓ ଦ୍ବାରପାଳ ମାନଙ୍କୁ ଆଦେଶ କଲେ। ତା'ପରେ ଯୋଶିୟଯ ରାଜା ସେ ସମସ୍ତ ଦ୍ରବ୍ଯକୁ ୟିରୁଶାଲମର ବାହା ରେ କିଦ୍ରୋଣ ଉପତ୍ୟକା ରେ ଦଗ୍ଧ କଲେ ଓ ତାହାର ଭସ୍ମ ବୈଥଲକେୁ ନଇଗେଲେ।

ଦିତୀୟ ରାଜାବଳୀ 23:5

ରାଜା ସମସ୍ତ ସାଧାରଣ ଲୋକ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ବାର ନିୟୁକ୍ତି ହାଇେଥିଲେ, ଯାଜକ ରୂପେ ସବୋ କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରେତ୍ୟକକ ନଗରର ଉଚ୍ଚସ୍ଥାନ ରେ ସବୁବେଳେ ଧୂପ ଜାଳନ୍ତି ଓ ୟିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗର ରେ ବାଲ୍ଙ୍କ ସମ୍ମାନାର୍ଥେ ସୂର୍ୟ୍ଯ,ଚନ୍ଦ୍ର ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡିକରେ।

ଦିତୀୟ ରାଜାବଳୀ 23:12

ଅତୀତ ରେ ଯିହୁଦାର ରାଜାମାନେ ଆହସର ଘରର କଠାେରୀର ଛାତ ଉପରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ମନ୍ଦିରର ଦୁଇ ସହର ରେ ଯେଉଁ ୟଜ୍ଞବଦେୀଗୁଡିକ ନିର୍ମାଣ କରିଥିଲେ ଯୋଶିୟଯ ସେ ସବୁକୁ ଭାଙ୍ଗି ଚୁର୍ଣ୍ଣ କଲେ ଓ ସେ ଧୂଳିକୁ ନଇେ କିଦ୍ରୋଣ ନଦୀ ରେ ନିକ୍ଷପେ କଲେ।

ଦିତୀୟ ବଂଶାବଳୀ 34:4

ଲୋକମାନେ ବାଲ୍ ଦବେତାର ୟଜ୍ଞବଦେୀସବୁ ଭାଙ୍ଗି ପକାଇଲେ। ସମାନେେ ଯୋଶିୟଙ୍କ ଉପସ୍ଥିତି ରେ ଏହା କଲେ। ଏହାପରେ ଯୋଶିୟଯ ଲୋକମାନଙ୍କ ସମ୍ମୁଖ ରେ ଦଣ୍ଡାଯମାନ ଉଚ୍ଚ ସୁଗନ୍ଧିଧୂପର ୟଜ୍ଞବଦେୀ ଭାଙ୍ଗି ପକାଇଲେ। ସେ ଖାଦେିତ ମୂର୍ତ୍ତିସବୁ ଓ ଛାଞ୍ଚ ରେ ଢ଼ଳା ମୂର୍ତ୍ତିସବୁ ଭାଙ୍ଗି ପକାଇଲେ। ସେ ସହେି ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳି ରେ ପରିଣତ କରି ଦେଲେ। ଏହାପରେ ଯେଉଁ ଲୋକମାନେ ମୂର୍ତ୍ତିଗୁଡ଼ିକ ସମ୍ମୁଖ ରେ ବଳି ଉତ୍ସର୍ଗ କରିଥିଲେ, ଯୋଶିୟଯ ସମାନଙ୍କେ କବର ଉପରେ ସହେି ଗୁଣ୍ଡକୁ ସିଞ୍ଚିଲେ।

ଯିଶାଇୟ 14:26

ଏହା ମାରେ ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦବୋ ପାଇଁ ମାରେ ଶକ୍ତି ପ୍ରଯୋଗ କରିବି।'

ଯିରିମିୟ 6:12

ଆଉ ସମାନଙ୍କେ ଗୃହ, ସମାନଙ୍କେର କ୍ଷେତ୍ର ଓ ସମାନଙ୍କେର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆୟିବ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦବୋ ପାଇଁ ଆମ୍ଭର ହସ୍ତ ସମାନଙ୍କେ ଉପ ରେ ବିସ୍ତାର କରିବା।

ହୋଶେୟ 10:5

ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।

ମୀଖା 5:13

ଆମ୍ଭେ ସହେି ମିଥ୍ଯାପ୍ରଭୁର ମୂର୍ତ୍ତିଗୁଡିକୁ ଭାଙ୍ଗି ପକାଇବା। ଆଉ ମଧ୍ଯ ସହେି ମୂର୍ତ୍ତି ଦବେତାଙ୍କର ପବିତ୍ର ସ୍ତମ୍ଭଗୁଡିକୁ ଧ୍ବଂସ କରି ଦବେି। ତୁମ୍ଭେ ହାତ ରେ ତିଆରି କରିଥିବା ସହେି ମୂର୍ତ୍ତିଗୁଡିକୁ ଆଉ ପୂଜା କରିପାରିବ ନାହିଁ।

Interlinear

Choose Theme