ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦବେେ। ନୀନିବୀ ଗୋଟିଏ ଶୂନ୍ଯ ଶୁଷ୍କ ମରୁଭୂମିରେ ପରିଣତ ହବେ।
Cross references
ଏପରିକି ଅଶୂରୀଯ ମଧ୍ଯ ସମାନଙ୍କେ ସଙ୍ଗେ ୟୋଗ ଦଇେଛନ୍ତି। ସମାନେେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି।
ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।
ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ଅଶୂରକୁ ଦେଖ ! ସେ ଲିବାନୋନର ଏରସ ବୃକ୍ଷସ୍ବରୂପ ଅଟେ। ତାହାର ସୁନ୍ଦର ଘନଛାଯାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧିଅରେ ଥିଲା।
ସମାନେେ ସମାନଙ୍କେର ଖଡ୍ଗ ବ୍ଯବହାର କରିବେ ଓ ଅଶୂରୀଯମାନଙ୍କୁ ଶାସନ କରିବେ। ସମାନେେ ମଧ୍ଯ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତ ରେ ଖଡ୍ଗ ଧାରଣ କରି ଶାସନ କରିବେ। କିନ୍ତୁ ଇଶ୍ରାୟେଲର ଶାସକ ଯେଉଁ ଅଶୂରୀଯମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧିଅରେ ପ୍ରବେଶ କରିବେ ସମାନଙ୍କେଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରବେ।
ଏହି ପୁସ୍ତକ ଇଲକୋଶୀଯ ନାହୂମଙ୍କର ଦର୍ଶନ ଅଟେ। ଏହା ନୀନିବୀ ନଗର ସମ୍ବନ୍ଧ ରେ ଏକ ଦୁଃଖବାର୍ତ୍ତା ଅଟେ।
ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।
ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହବେେ ଓ ତୁମ୍ଭଠାରୁ ଦୂ ରଇେ ଯିବେ। ସମାନେେ କହିବେ, 'ନୀନିବୀ ଧ୍ବଂସ ହେଉଛି। କିଏ ତା' ପାଇଁ କାନ୍ଦିବ?' ଆମ୍ଭେ ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଜଣଙ୍କୁ କେଉଁଠାରୁ ପାଇବା?
ତୁମ୍ଭେ ସହେି ସବୁ କାମ କରିପାରିବ। କିନ୍ତୁ ଅଗ୍ନି ତଥାପି ତୁମ୍ଭକୁ ସମ୍ପୂର୍ଣ୍ଣଭାବେ ଧ୍ବଂସ କରିବ। ଖଣ୍ତା ତୁମ୍ଭକୁ ହତ୍ଯା କରିବ, ତୁମ୍ଭର ଜମି ରେ ଦଳେ ପଙ୍ଗପାଳ ସଦୃଶ ଦଖାେଯିବେ ୟିଏକି ଆସିବ ଏବଂ ସବୁ ଖାଇ ଦବେେ।
ହେ ଅଶୂରର ରାଜା, ତୁମ୍ଭର ମଷେପାଳକମାନେ ଶାଇେ ପଡିଲେ। ସହେି ଶକ୍ତିଶାଳୀ ଲୋକମାନେ ଶାଇେଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପ ରେ ବିଛଇେ ହାଇେ ୟାଇଛନ୍ତି। ସଠାେ ରେ ସମାନଙ୍କେୁ ଫରୋଇ ଆଣିବାକୁ କହେି ଲୋକ ନାହାଁନ୍ତି।
ଆମ୍ଭେ ସମାନଙ୍କେୁ ମିଶରରୁ ଫରୋଇ ଆଣିବା ଏବଂ ଅଶୂରରୁ ଏକତ୍ରୀତ କରିବା। ଆମ୍ଭେ ସମାନଙ୍କେୁ ଗିଲିଯଦରୁ ଏବଂ ଲିବାନୋନ୍ରୁ ଫରୋଇ ଆଣିବା ଏବଂ ସମାନଙ୍କେ ପାଇଁ ୟଥେଷ୍ଟ ସ୍ଥାନ ନଥିବ।