Home Bibles ☰ Books ସିଫନିୟ 3:10 · ଓଡ଼ିଆ ବାଇବେଲ
ସିଫନିୟ 3:10 · ଓଡ଼ିଆ ବାଇବେଲ

ଇଥିଓପିଆରୁ ନଦୀ ପାର ହାଇେ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସମାନେେ ଉପହାର ନଇେ ଆମ୍ଭ ନିକଟକୁ ଆସିବେ।

Cross references

ଗୀତସଂହିତା 68:31

ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।

ଗୀତସଂହିତା 72:8

ତାଙ୍କର ରାଜ୍ଯ ସମୁଦ୍ରରୁ ସମୁଦ୍ର ପର୍ୟ୍ଯନ୍ତ ଏବଂ ଫରାତ୍ ନଦୀଠାରୁ ଶଷେ ଧରଣୀକୁ ବ୍ଯାପି ଯାଉ।

ଯିଶାଇୟ 11:11

ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଯିଶାଇୟ 18:1

ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।

ଯିଶାଇୟ 18:7

ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।

ଯିଶାଇୟ 27:12

ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।

ଯିଶାଇୟ 49:20

କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ମାେ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମାେତେ ସ୍ଥାନ ଦିଅ, ମୁଁ ବାସ କରିବି।'

ଯିଶାଇୟ 60:4

ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।

ଯିଶାଇୟ 66:18

କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।

ଯିଶାଇୟ 66:19

ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।

ଯିଶାଇୟ 66:20

ସଦାପ୍ରଭୁ କୁହନ୍ତି, ଇଶ୍ରାୟେଲର ଲୋକମାନେ ଯେପରି ପବିତ୍ର ପାତ୍ର ରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସହେିପରି ସମାନେେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ବ ଉପ ରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ୟିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ବରୂପ ଆସିବ।

ମଲାଖୀ 1:11

ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:27

ଫିଲିପ୍ପ ପ୍ରସ୍ତୁତ ହାଇେ ବାହାରିଲେ। ସହେି ରାସ୍ତା ରେ ଜଣେ ନପୁଂସକ ସଙ୍ଗ ରେ ଦଖାେ ହେଲା। ସହେି ନଫୁସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଚ଼ାରୀ ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାଯିତ୍ବ ରେ ଥିଲେ। ନଫୁସକ ଜଣକ ଉପାସନା କରିବା ପାଇଁ ୟିରୂଶାଲମକୁ ଯାଇଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:17

ମୁଁ ବହୁତ ବର୍ଷ ପର୍ୟ୍ଯନ୍ତ ୟିରୂଶାଲମରୁ ଦୂର ରେ ଥିଲି। ତା'ପରେ ମାେ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାୟ୍ଯ ଦବୋ ପାଇଁ ଓ ପରମେଶ୍ବରଙ୍କ ପାଖ ରେ ଦାନ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ଫରେିଲି।

ରୋମୀୟଙ୍କ ପ୍ରତି ପତ୍ର 11:11

ତା' ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସମାନଙ୍କେୁ ନଷ୍ଟ କରିଥିଲା କି। ବରଂ ସମାନଙ୍କେର ଭୁଲ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ବାରା ଯିହୂଦୀମାନଙ୍କ ଭିତ ରେ ଉତ୍ସାହ ଭାବ ଜାଗୃତ ହେଲା।

Interlinear

Choose Theme