Home Bibles ☰ Books ସିଫନିୟ 3:11 · ଓଡ଼ିଆ ବାଇବେଲ
ସିଫନିୟ 3:11 · ଓଡ଼ିଆ ବାଇବେଲ

ତା'ପ ରେ ହେ ୟିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧ ରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହବେେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ୟିରୁଶାଲମରୁ ତଡି ଦଇେଛୁ। ଆମ୍ଭର ପବିତ୍ର ପର୍ବତ ରେ ଆଉ କୌଣସି ଦାମ୍ଭିକ ଲୋକ କବେେ ହେଲେ ରହିବେ ନାହିଁ।

Cross references

ଗଣନା ପୁସ୍ତକ 16:3

ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?

ଗୀତସଂହିତା 49:5

ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ।

ଗୀତସଂହିତା 87:1

ପରମେଶ୍ବର ୟିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।

ଯିଶାଇୟ 11:9

କୌଣସି ବ୍ଯକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମାରେ ପବିତ୍ର ପର୍ବତ ରେ କୌଣସି ବ୍ଯକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷଯ ରେ ସମାନଙ୍କେ ପରିପୂର୍ଣ୍ଣ ଜ୍ଞାନ ହବେ। ସମୁଦ୍ର ଯେପରି ଜଳ ରେ ପରିପୂର୍ଣ୍ଣ ପୃଥିବୀ ସହେିପରି ସଦାପ୍ରଭୁ ବିଷଯକ ଜ୍ଞାନ ରେ ପରିପୂର୍ଣ୍ଣ ହବେ।

ଯିଶାଇୟ 45:17

ମାତ୍ର ଇଶ୍ରାୟେଲ ସଦାପ୍ରଭୁଙ୍କ ଦ୍ବାରା ଅନନ୍ତକାଳସ୍ଥାଯୀ ପରିତ୍ରାଣ ପାଇବ ; ତୁମ୍ଭମାନେେ ୟୁଗ ୟୁଗାନ୍ତ ୟାଏ ଲଜ୍ଜିତ କିମ୍ବା ବିବ୍ରତ ହବେ ନାହିଁ।

ଯିଶାଇୟ 48:1

ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'

ଯିଶାଇୟ 54:4

ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହବେ ନାହିଁ ; କିମ୍ବା ବିଷଣ୍ଣମନା ହୁଅ ନାହିଁ ; କାରଣ ତୁମ୍ଭକୁ ଲଜ୍ଜିତ କରାୟିବ ନାହିଁ। ତୁମ୍ଭେ ୟୌବନକାଳର ଲଜ୍ଜା ଭୁଲିୟିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।

ଯିଶାଇୟ 61:7

ଲଜ୍ଜା ପରିବର୍ତେ ସମାନେେ ଦୁଇଗୁର ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତେ ସମାନେେ ନିଜ ନିଜ ଅଧିକାର ରେ ଆନନ୍ଦ କରିବେ। ଏଥିପାଇଁ ସମାନେେ ନିଜ ଦେଶ ରେ ଦୁଇଗୁଣ ଅଂଶ ପାଇବେ ଓ ସମାନଙ୍କେର ଅନନ୍ତକାଳସ୍ଥାଯୀ ଆହ୍ଲାଦ ହବେ।

ଯିଶାଇୟ 65:13

ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।

ଯିରିମିୟ 7:4

ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।

ଯିରିମିୟ 7:9

ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?

ଯିହିଜିକଲ 7:20

ସହେି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାର ରେ ଘୃଣ୍ଯ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସମାନେେ ଗର୍ବ କରୁଥିଲେ ଏବଂ ସମାନେେ ସହେି ମୂର୍ତ୍ତିଗୁଡ଼ିକ ପରମେଶ୍ବରଙ୍କ ମନ୍ଦିର ରେ ରଖିଲେ। ତେଣୁ ଆମ୍ଭେ ସଗେୁଡ଼ିକ ସମାନଙ୍କେ ପାଇଁ କଳୁଷିତ ସାମଗ୍ରୀ ରେ ପରିଣତ କରିଦବୋ।

ଯିହିଜିକଲ 24:21

ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।

Interlinear

Choose Theme