ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।
Cross references
ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।
ପୁଣି ସହେି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ। କାରଣ ପରମେଶ୍ବର ସମାନଙ୍କେୁ ମହା ଆନନ୍ଦ ରେ ଆନନ୍ଦିତ କରିଥିଲେ। ଆଉ ସ୍ତ୍ରୀମାନେ ମଧ୍ଯ ଓ ବାଳକ ବାଳିକାଗଣ ଆନନ୍ଦ କଲେ। ତହିଁରେ ୟିରୁଶାଲମର ଆନନ୍ଦ ଧ୍ବନି ଅନକେ ଦୂର ପର୍ୟ୍ଯନ୍ତ ଶୁଣାଗଲା।
ମୁଁ ଆଶାକରେ କହେି ଜଣେ ତାଙ୍କର ମନ୍ଦିରରୁ ସିଯୋନ ପର୍ବତ ଉପରକୁ ଆସନ୍ତା ଏବଂ ଇଶ୍ରାୟେଲକୁ ରକ୍ଷା କରନ୍ତା। ସେତବେେଳେ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତା ହେଲେ ୟାକୁବ ଆହ୍ଲାଦିତ ହବେ। ଇଶ୍ରାୟେଲ ବହୁତ ଖୁସି ହବେ।
ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ।
ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା। ଆମ୍ଭମାନଙ୍କ ପରିତ୍ରାଣର ଶୈଳ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କରିବା, ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର।
ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।
ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହତେୁ ସମାନେେ ଏହା କରିବେ।
ସଦାପ୍ରଭୁଙ୍କଠା ରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧିଅରେ ଦରିଦ୍ରମାନେ ଇଶ୍ରାୟେଲର ଧର୍ମ ସ୍ବରୂପଙ୍କଠା ରେ ଉଲ୍ଲାସ କରିବେ।