Home Bibles ☰ Books ସିଫନିୟ 3:9 · ଓଡ଼ିଆ ବାଇବେଲ
ସିଫନିୟ 3:9 · ଓଡ଼ିଆ ବାଇବେଲ

ତା'ପ ରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସମାନେେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭକୁ ଉପାସନା କରିବେ।

Cross references

ଆଦି ପୁସ୍ତକ 11:1

ବନ୍ଯାପରେ ପୃଥିବୀ ରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ଯବହାର କରୁଥିଲେ।

ପ୍ରଥମ ରାଜାବଳୀ 8:41

କବଳେ ଇଶ୍ରାୟେଲ ଲୋକେ ନୁହଁନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷଯ ରେ ଶୁଣିବେ।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 86:9

ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।

ଗୀତସଂହିତା 113:3

ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।

ଯିଶାଇୟ 6:7

ସହେି ସରାଫ ଦବଦେୂତ ସହେି ଉତ୍ତପ୍ତ ଅଙ୍ଗାର ସାହାୟ୍ଯ ରେ ମାରେ ମୁଖକୁ ସ୍ପର୍ଶ କଲା। ତା'ପ ରେ ସେ କହିଲେ, ଦେଖ ! ମୁଁ ଏହି ଜ୍ବଳନ୍ତ ଅଙ୍ଗାର ରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହାଦ୍ବାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲ।'

ଯିଶାଇୟ 19:18

ସେ ସମୟରେ, ମିଶରର ପାଞ୍ଚଟି ନଗର ରେ ଲୋକ କିଣାନୀଯ ଭାଷା କହିବେ, ସମାନେେ ସଦାପ୍ରଭୁ ସର୍ବଶକ୍ତିମାନଙ୍କୁ ଅନୁସରଣ କରିବେ ବୋଲି ଶପଥ ନବେେ। ସହେି ପାଞ୍ଚ ନଗରମାନଙ୍କ ମଧ୍ଯରୁ ଏକ ନଗର, ଉତ୍ପାଟନ ନଗର' ନାମ ରେ ଖ୍ଯାତ ହବେ।

ଯିରିମିୟ 16:19

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

ଯିହିଜିକଲ 37:17

ତା'ପ ରେ ତୁମ୍ଭ ହସ୍ତ ରେ ସହେି ଦୁଇ ଆଶାବାଡ଼ି ଯେପରି ଏକ ହବେ, ଏଥିପାଇଁ ସହେି ଦୁଇ ଆଶାବାଡ଼ିକୁ ଏକତ୍ର ୟୋଡ଼।

ହବକକୂକ 2:14

ତା'ପ ରେ ଲୋକମାନେ ସବୁଆଡେ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ର ରେ ଜଳ ବ୍ଯାପିଲା ପରି ଏହି ଖବର ଗ୍ଭରିଆଡେ ବ୍ଯାପିୟିବ।

ସିଫନିୟ 2:11

ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।

ଯିଖରିୟ 2:11

ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା। ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।

Interlinear

Choose Theme