ଆଦି ପୁସ୍ତକ
Chapter 50
ଓଡ଼ିଆ ବାଇବେଲ1ଇଶ୍ରାୟେଲ ମରିୟିବା ପରେ, ଯୋଷଫେ ବହୁତ ଦଃୁଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ।
2ଯୋଷଫେ ତାଙ୍କର ବୈଦ୍ଯମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସମାନେେ ଶରୀରକୁ ମିଶରୀଯ ପଦ୍ଧତି ରେ ପ୍ରସ୍ତୁତ କଲେ।
3ମିଶରୀଯ ଲୋକମାନେ ତାଙ୍କ ପାଇଁ ସତୁରି ଦିନୟାଏ ଶାେକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଚାଳିଶ ଦିନ ରେ ଶଷେ ହେଲା। ସଂପୂର୍ଣ୍ଣ ଶୋକପରେ ଯୋଷଫେ ଫାରୋଙ୍କ ନିକଟକୁ ଗଲେ।
4ଏହି ସତୁରି ଦିନପରେ ଶୋକ ଦିନ ଶଷେ ହେଲା। ତେଣୁ ଯୋଷଫେ ଫାରୋଙ୍କର ପରିଜନଙ୍କୁ କହିଲେ, ତୁମ୍ଭେ ଯଦି ମାରେ ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ।
5' ମାରେ ପିତାଙ୍କ ମୃତ୍ଯୁ ପୂର୍ବରୁ ମୁଁ ତାଙ୍କଠା ରେ ଶପଥ କରିଥିଲି ଯେ ତାଙ୍କର ମୃତ୍ଯୁପରେ କିଣାନ ଦେଶ ରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦବେି। ତେଣୁ ଏବେ ମାେତେ ୟିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦଇେ ପୁନର୍ବାର ଆସିବି।'
6ଫାରୋ କହିଲେ, ତୁମ୍ଭର ପ୍ରତିଜ୍ଞା ରକ୍ଷା କରିୟାଅ। ୟାଅ ପିତାଙ୍କୁ କବର ଦିଅ।
7ତେଣୁ ଯୋଷଫେ ତାଙ୍କର ପିତାଙ୍କୁ କବର ଦବୋକୁ ଗଲେ। ଫାରୋଙ୍କର ସମସ୍ତ ପ୍ରାଚୀନଗଣ ତାଙ୍କ ଗୃହର ପ୍ରଧାନ ଲୋକ ଏବଂ ମିଶର ଦେଶର ପ୍ରଧାନ ଲୋକମାନେ ଯୋଷଫଙ୍କେ ସହିତ ଗଲେ।
8ଯୋଷଫଙ୍କେ ପରିବାର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନ ରେ କବଳେ ପଶୁ ଓ ପିଲାମାନେ ରହିଲେ।
9ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ବାରୋହି ସୈନ୍ଯ ଓ ରଥାରୋହି ସୈନ୍ଯମାନେ ମଧ୍ଯ ଗଲେ।
10ଏହାପରେ ସମାନେେ ୟର୍ଦ୍ଦନପାରସ୍ଥ ଆଟଦର ଖଳା ରେ ଉପସ୍ଥିତ ହୁଅନ୍ତେ ସଠାେରେ ମହାବିଳାପ କରି ରୋଦନ କଲେ। ସମାନେେ ସଠାେରେ ଯୋଷଫଙ୍କେ ପିତାଙ୍କ ପାଇଁ ସାତଦିନ ଶାେକ କଲେ।
11ସହେି ଦେଶ ନିବାସୀ କିଣାନୀଯ ଲୋକମାନେ ଆଟଦର ଖଳା ରେ ସମାନଙ୍କେର ଏରୂପ ଶାେକ ଦେଖି କହିଲେ, ମିଶ୍ରୀଯମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ। ସହେିସ୍ଥାନ ଆବଲେ-ମିଶର ନାମ ରେ ବିଖ୍ଯାତ ହେଲା। ଏହା ୟର୍ଦ୍ଦନ ପାରସ୍ଥ ରେ।
12ତା'ପରେ ଯାକୁବଙ୍କ ପୁତ୍ରମାନେ ଯାକୁବଙ୍କୁ ଯେପରି ଆଜ୍ଞା ଦଇେଥିଲେ ସମାନେେ ତଦନୁସା ରେ ସହେିପରି କଲେ।
13ଯାକୁବର ପୁତ୍ରମାନେ ତାହାଙ୍କୁ କିଣାନ ଦେଶକୁ ନଇେ ମକ୍ପଲୋ କ୍ଷେତ୍ରର ଗୁହା ରେ କବର ଦେଲେ। ମମ୍ରି ନିକଟସ୍ଥ ସହେି ଗୁହା କ୍ଷେତ୍ର ସମାଧି ଭୂମିରୂପେ ଇଫ୍ରୋଣ ଓ ହତେୀଯଠାରୁ ଅବ୍ରହାମଙ୍କ ଦ୍ବାରା କିଣା ୟାଇଥିଲା।
14ଯୋଷଫେ ଆପଣା ପିତାଙ୍କୁ କବର ଦଇେସାରିବା ପରେ ସେ, ତାଙ୍କ ଭାଇମାନେ ଏବଂ ତାଙ୍କ ସହିତ ୟାଇଥିବା ସମସ୍ତ ଲୋକ ମିଶରକୁ ଫରେିଗଲେ।
15ଯାକୁବଙ୍କର ମୃତ୍ଯୁପରେ, ଯୋଷଫେର ଭାଇମାନେ ବ୍ଯସ୍ତ ହାଇେ ପଡ଼ିଲେ। ସମାନେେ ଭୟ କଲେ ଯେ ପୂର୍ବରୁ ଆମ୍ଭେ ଯୋଷଫଙ୍କେୁ ଯେପରି କରିଥିଲୁ। ସମାନେେ କହିଲେ, ଯୋଷଫେ ଆମ୍ଭକୁ ଘୃଣା କରିବ ଓ ତା'ର ପ୍ରତିଫଳ ଆମ୍ଭକୁ ଦବେ।
16ତେଣୁ ତା'ର ଭାଇମାନେ ଯୋଷଫଙ୍କେ ନିକଟକୁ ବାର୍ତ୍ତା ପଠାଇଲେ:
17ଯୋଷଫଙ୍କେୁ କୁହ ତୁମ୍ଭର ଭାଇମାନେ ତୁମ୍ଭ ଉପରେ ମନ୍ଦ କରି ଅଛନ୍ତି। ମାତ୍ର ତୁମ୍ଭେ ଅନୁଗ୍ରହ କରି ସମାନଙ୍କେର ସହେି ଅଧର୍ମ ଓ ପାପ ମାର୍ଜନା କରିବ।' ଏଣୁକରି ଆମ୍ଭମାନେେ ବିନଯ କରୁଅଛୁ, ତୁମ୍ଭେ ପୈତୃକ ପରମେଶ୍ବରଙ୍କ ଦାସଗଣର ଅଧର୍ମ ମାର୍ଜନା କର।
18ତା'ର ଭାଇମାନେ ତାଙ୍କ ନିକଟକୁ ଗଲେ ଏବଂ ତାଙ୍କୁ ପ୍ରଣାମ କଲେ। ସମାନେେ ତାଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭର ଦାସ ହବେୁ।
19ଏହାପରେ ଯୋଷଫେ ସମାନଙ୍କେୁ କହିଲେ, ଭୟ କର ନାହିଁ। ମୁଁ ପରମେଶ୍ବର ନୁହେଁ। ମାରେ ଦଣ୍ଡ ଦବୋର ଅଧିକାର ନାହିଁ।
20ଏହା ସତ୍ଯ ଯେ ତୁମ୍ଭମାନେେ ମାେ ବିରୁଦ୍ଧ ରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବ ରେ ପରମେଶ୍ବରଙ୍କର ଯୋଜନା ଥିଲାଉତ୍ତମ। ପରମେଶ୍ବରଙ୍କର ଯୋଜନା ଥିଲା ଯେ, ସେ ମାେ ଦ୍ବାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥି ପାଇଁ ଏସବୁ ହେଲା।
21ତେଣୁ ଭୟକର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନବେି। ଏହି ପ୍ରକାର ରେ ଯୋଷଫେ ତାଙ୍କର ଭାଇମାନଙ୍କୁ ମଧୁର ବଚନ ରେ ତୋଷିଲେ। ଏହିପରି କଥା ରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ବନା ଦେଲେ।
22ଯୋଷଫେ ତାଙ୍କର ପିତାଙ୍କ ପରିବାର ସହିତ ମିଶର ରେ ରହିଲେ। ଯୋଷଫଙ୍କେୁ ଯେତବେେଳେ 110 ବର୍ଷ ହେଲା, ସେ ସୃତ୍ଯୁ ବରଣ କଲେ।
23ଯୋଷଫେ ଇଫ୍ରାଯିର ତୃତୀୟ ପୁରୁଷ ପର୍ୟ୍ଯନ୍ତ ସନ୍ତାନ ସନ୍ତତି ଦେଖିଲେ। ଯୋଷଫେ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।
24ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।
25ଆଉ ଯୋଷଫେ ଇଶ୍ରାୟେଲଙ୍କର ବଂଶଧରମାନଙ୍କୁ ତାଙ୍କଠା ରେ ପ୍ରତିଜ୍ଞା କରାଇଲେ। ସେ କହିଲେ, ପରମେଶ୍ବର ନିଶ୍ଚିତ ଭାବରେ ତୁମ୍ଭମାନଙ୍କର ଯତ୍ନ ନବେେ। ସେ ତୁମ୍ଭକୁ ତୁମ୍ଭର ଦେଶକୁ ଆଗଇେ ନବେେ। ସହେି ସମୟରେ ମାରେ ଅସ୍ଥି ତୁମ୍ଭମାନେେ ନଇୟିବେ।
26ଏହି ପ୍ରକାର ରେ ଯୋଷଫେ 110 ବଯସ ରେ ମଲେ। ସମାନେେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶର ରେ ଏକ ସିନ୍ଦୁକ ମଧିଅରେ ରଖିଲେ।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.