Home ଆମୋଷ 8 · ଓଡ଼ିଆ ବାଇବେଲ

ଆମୋଷ

Chapter 8

ଓଡ଼ିଆ ବାଇବେଲ
1ସଦାପ୍ରଭୁ ମାେତେ ଏହା ଦଖାଇେଲେ, ମୁଁ ଏକଡାଲା ଗ୍ରୀଷ୍ମକାଳୀନ ଫଳ ଦେଖିଲି।
2ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?
3ପୁଣି ମନ୍ଦିର ଗୀତ ଦୁଃଖପୂର୍ଣ୍ଣ ମୃତ୍ଯୁକାଳୀନ ସଙ୍ଗୀତ ରେ ପରିଣତ ହବେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଲେ: ସବୁ ସ୍ଥାନ ରେ ମୃତ ଶରୀର ପଡିରହିବ। ନୀରବ ରେ ଲୋକମାନେ ସହେି ଶବଗୁଡିକୁ ନଇେ ଏକ ସ୍ଥାନ ରେ ପକାଇବେ।
4ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,
5ତୁମ୍ଭେ ବ୍ଯବସାଯୀଗଣ କହୁଛ, କେତବେେଳେ ଅମାବାସ୍ଯା ଗତ ହବେ ଓ ଆମ୍ଭମାନେେ ଆମ୍ଭର ଶସ୍ଯ ବୀକ୍ରି କରିବୁ? ପୁଣି କେତବେେଳେ ବିଶ୍ରାମଦିନ ଗତ ହବେ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭମାନେେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ଯ ବୃଦ୍ଧି କରିବୁ। ଆମ୍ଭମାନେେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।
6ଆଉ ଦରିଦ୍ର ଲୋକମାନେ ସମାନଙ୍କେର ଋଣ ପରିଶାଧେ କରିପାରିବେ ନାହିଁ, ତେଣୁ ଆମ୍ଭେ ସମାନଙ୍କେୁ କ୍ରୀତଦାସ ରୂପେ କିଣିବୁ। ସହେି ଅସହାୟ ଲୋକମାନଙ୍କୁ ଏକହଳ ପାଦୁକା ବଦଳ ରେ କିଣି ପାରିବୁ। ହାୟ! ପରିତ୍ଯକ୍ତ ଗହମ ପରି ସହେି ଦରିଦ୍ର ବ୍ଯକ୍ତିମାନଙ୍କୁ ବୀକ୍ରି କରିବୁ।
7ସଦାପ୍ରଭୁ ଯାକୁବର ଗର୍ବକୁ ନଇେ ଶପଥ କରି କହିଲେ, ସହେି ଲୋକମାନେ ଯାହା କଲେ ଆମ୍ଭେ କବେେ ତାହା ପାଶୋରି ପାରିବା ନାହିଁ।
8ସହେି ୟୋଗୁ ସମଗ୍ରଦେଶ ଥରିବ। ସହେି ରାଜ୍ଯ ରେ ବାସ କରୁଥିବା ପ୍ରେତ୍ୟକକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉତ୍ଥାନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହବେ।
9ସଦାପ୍ରଭୁ ଏହା କହିଥିଲେ: ସଦେିନ ମଧ୍ଯାହ୍ନ ରେ ସୂର୍ୟ୍ଯଙ୍କୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନ ରେ ପୃଥିବୀକୁ ଅନ୍ଧକାରମଯ କରାଇବା।
10ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।
11ସଦାପ୍ରଭୁ କୁହନ୍ତି:
12ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ୟ୍ଯନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଏଣତେଣେେ ଖାଜେି ବୁଲିବେ, ମାତ୍ର ତାହା ପାଇବେ ନାହିଁ।
13ସେତବେେଳେ ସୁନ୍ଦର ୟୁବକଗଣ ଓ ସୁନ୍ଦରୀ ରମଣୀମାନେ ତୃଷା ରେ ଦୁର୍ବଳ ହାଇେ ପଡିବେ। ଶମରିଯାର ପାପ ପାଇଁ ସମାନେେ ଶପଥ ନଇେ କହିବେ,
14ହେ ଦାନ୍ ଯେପରି ତୁମ୍ଭର ପରମେଶ୍ବର ନିଶ୍ଚିତ ଜୀବିତ' ଓ 'ବେର୍ଶବୋର ପ୍ରଭୁ ନିଶ୍ଚିତ ଜୀବିତ, ସମାନଙ୍କେର ନିଶ୍ଚିତ ପତନ ଘଟିବ ଓ ସମାନେେ କବେେ ଉଠି ପାରିବେ ନାହିଁ।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme