Home ଆୟୁବ ପୁସ୍ତକ 25 · ଓଡ଼ିଆ ବାଇବେଲ

ଆୟୁବ ପୁସ୍ତକ

Chapter 25

ଓଡ଼ିଆ ବାଇବେଲ
1ଏହାପରେ ଶୂହୀଯ ବିଲ୍ଦଦ୍ ଉତ୍ତର କରି କହିଲା,
2ପରମେଶ୍ବର ରାଜ୍ଯ କରନ୍ତି। ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି। ସେ ସ୍ବର୍ଗ ରାଜ୍ଯ ରେ ଶାନ୍ତି ସ୍ଥାପନ କରନ୍ତି।
3କହେି ବ୍ଯକ୍ତି ତାଙ୍କର ତାରାଗଣର ସଂଖ୍ଯା ଗଣନା କରିପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ୟ୍ଯକିରଣ ପ୍ରଦାନ କରନ୍ତି।
4ପରମେଶ୍ବରଙ୍କ ସହିତ ବିବାଦ କରି, କହେି ମନୁଷ୍ଯ କିପରି ଭଲ ହାଇପୋରିବ ? କିମ୍ବା ସ୍ତ୍ରୀ ଲୋକ ପାଖରୁ ଜନ୍ମ ହାଇେ ଜଣେ ମନୁଷ୍ଯ କିପରି ନିରୀହ ହାଇେ ପାରିବ।
5ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି।
6ଲୋକମାନେ ବହୁତ କମ ନିର୍ମଳ। ଲୋକମାନେ କୀଟାଣୁ ପରି ମୂଲ୍ଯହୀନ ଜୀବାଣୁ।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme