Home ଆୟୁବ ପୁସ୍ତକ 33 · ଓଡ଼ିଆ ବାଇବେଲ

ଆୟୁବ ପୁସ୍ତକ

Chapter 33

ଓଡ଼ିଆ ବାଇବେଲ
1ଆୟୁବ ବର୍ତ୍ତମାନ ମାରେକଥା ଶୁଣ। ଯେଉଁ ବିଷଯ ମୁଁ କହୁଛି, ତାହା ସାବଧାନ ହାଇେ ଶୁଣ।
2ମୁଁ କହିବା ପାଇଁ ପ୍ରସ୍ତୁତ।
3ମାରେ ହୃଦଯ ନିର୍ମଳ। ସେଥିପାଇଁ ମୁଁ ସତ୍ ବାକ୍ଯ ହିଁ କହିବି। ମୁଁ ଜାଣିଥିବା ବିଷଯ ରେ ସତ୍ଯହିଁ କବଳେ କହିବି।
4ପରମେଶ୍ବରଙ୍କ ଆତ୍ମା ମାେତେ ତିଆରି କରିଛି। ସର୍ବଶକ୍ତିମାନଙ୍କର ନିଶ୍ବାସ ମାେତେ ଜୀବନ ଦଇେଛି।
5ଆୟୁବ ମାେ କଥା ଶୁଣ, ଯଦି ତୁମ୍ଭେ ପାର ମାେତେ ଉତ୍ତର ଦିଅ। ତୁମ୍ଭ ଉତ୍ତର ପ୍ରସ୍ତୁତ ରଖ, ଯାହା ଫଳ ରେ ତୁମ୍ଭେ ମାେ ସହିତ ୟୁକ୍ତି କରିପାରିବ।
6ପରମେଶ୍ବରଙ୍କ ସମ୍ମୁଖ ରେ ତୁମ୍ଭେ ଏବଂ ମୁଁ ସମାନ। ଆମ୍ଭକୁ ତିଆରି କରିବା ପାଇଁ ପରମେଶ୍ବର ମାଟି ହିଁ ବ୍ଯବହାର କରିଛନ୍ତି।
7ଆୟୁବ ମାେତେ ଭୟ କର ନାହିଁ। ମୁଁ ତୁମ୍ଭ ପ୍ରତି କଠାେର ହବେି ନାହିଁ।
8କିନ୍ତୁ ଆୟୁବ, ତୁମ୍ଭେ ଯାହା କହିଲ ମୁଁ ଶୁଣିଲି।
9ତୁମ୍ଭେ କହିଲ, 'ମୁଁ ପବିତ୍ର, ମୁଁ ନିରୀହ, ମୁଁ କିଛି ଭୁଲ କରିନାହିଁ, ମୁଁ ଦୋଷୀ ନୁହେଁ।
10ମୁଁ କିଛି ଭୁଲ କରିନାହିଁ ଅଥଚ ପରମେଶ୍ବର ମାେ ବିପକ୍ଷ ରେ। ପରମେଶ୍ବର ମାେତେ ଶତ୍ରୁଭଳି ବ୍ଯବହାର କରନ୍ତି।
11ପରମେଶ୍ବର ମାରେ ପାଦ ଦୁଇଟିକୁ ଶୃଙ୍ଖଳାବଦ୍ଧ କରନ୍ତି। ମୁଁ ଯାହା କରେ ପରମେଶ୍ବର ତାହା ଲକ୍ଷ୍ଯ କରନ୍ତି।'
12କିନ୍ତୁ ଆୟୁବ ମୁଁ ତୁମ୍ଭକୁ କହୁଛି, ତୁମ୍ଭେ ସେସବୁ ଭୁଲ୍ କଥା କହିଛ। ପରମେଶ୍ବର ଯେ କୌଣସି ମଣିଷ ଅପେକ୍ଷା ବଡ଼।
13ତୁମ୍ଭେ ପରମେଶ୍ବରଙ୍କ ସହିତ କାହିଁକି ୟୁକ୍ତି କରୁଛ। ସେ ଯାହା କରୁଛନ୍ତି ସେ ସବୁର ହିସାବ ଦିଅନ୍ତି ନାହିଁ, ଏହି କାରଣରୁ କି ? ତୁମ୍ଭେ ଭାବୁଛ ପରମେଶ୍ବର ସବୁକଥା ତୁମ୍ଭକୁ ବୁଝାଇ କହିବେ।
14କିନ୍ତୁ ହୁଏତ ପରମେଶ୍ବର ଏପରି ଭାବରେ କହନ୍ତି ଯେ ମନୁଷ୍ଯମାନେ ବୁଝିପାରନ୍ତି ନାହିଁ।
15ପରମେଶ୍ବର ହୁଏତ ଲୋକଙ୍କୁ ସ୍ବପ୍ନ ରେ କହନ୍ତି କିମ୍ବା ରାତି ରେ ଦର୍ଶନ ଦଇେ କହନ୍ତି ଯେତବେେଳେ ସମାନେେ ଗଭୀର ନିଦ୍ରା ୟାଇଥାନ୍ତି।
16ତା'ପରେ ସେ ମନୁଷ୍ଯମାନଙ୍କର କାନ ଖାଲିେ ଦିଅନ୍ତି ଏବଂ ସମାନଙ୍କେୁ ଭୟଭୀତ କରାନ୍ତି ସମାନେେ ଯାହା ଶୁଣନ୍ତି।
17ପରମେଶ୍ବର ଲୋକଙ୍କୁ ମନ୍ଦ କାର୍ୟ୍ଯରୁ ନିବୃତ କରାଇବାକୁ ଚତାବେନୀ ଶୁଣାନ୍ତି ଏବଂ ଲୋକମାନଙ୍କୁ ଗର୍ବ କରିବାରୁ ବନ୍ଦ କରନ୍ତି।
18ପରମେଶ୍ବର ଲୋକମାନଙ୍କୁ ଚତାବେନୀ ଦିଅନ୍ତି ଯାହା ଫଳ ରେ ସେ ତା'ର ପ୍ରାଣକୁ ମୃତ୍ଯୁ ଗର୍ତ୍ତରୁ ରକ୍ଷା କରନ୍ତି। ପରମେଶ୍ବର ଏହା କରନ୍ତି ଖଡ୍ଗ ମୁଖରୁ ଆମ୍ଭକୁ ରକ୍ଷା କରିବା ପାଇଁ।
19କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।
20ସେ ଏତେ ୟନ୍ତ୍ରଣା ଅନୁଭବ କରେ ଯେ ସେ ଖାଇପା ରେ ନାହିଁ। ସେ ଏପରିକି ସୁସ୍ବାଦୁ ଖାଦ୍ୟକୁ ମଧ୍ଯ ଘୃଣା କରେ।
21ତା'ର ଶରୀର ଦୁର୍ବଳ ହାଇୟୋଏ। ସେ କ୍ରମେ କ୍ଷୀଣ ହାଇୟୋଏ। ତା'ର ହାଡ଼ସବୁ ପଦାକୁ ଦଖାୟୋଏ।
22ସହେି ଲୋକ ମୃତ୍ଯୁର ଦ୍ବାର ଦେଶ ରେ ପହଞ୍ଚି ୟାଏ। ତା'ର ଜୀବନ ମୃତ୍ଯୁର ନିକଟ ହାଇେ ଆ ସେ।
23ପରମେଶ୍ବରଙ୍କର ହଜାରେ ଦୂତ ଅଛନ୍ତି। ସହେି ଦୂତମାନଙ୍କ ମଧ୍ଯରୁ ଜଣେ ହୁଏତ ସହେି ବ୍ଯକ୍ତି ପ୍ରତି ଦୃଷ୍ଟି ରଖିଥାଏ। ସହେି ଦୂତ ହୁଏତ ସହେି ଲୋକ କରିଥିବା ଭଲ କାର୍ୟ୍ଯଗୁଡ଼ିକୁ ସେ କହିପା ରେ।
24ହୁଏତ ସହେି ଦୂତ ସହେି ଲୋକକୁ କୃପା କରିବେ ଏବଂ ତା' ତରଫରୁ ପରମେଶ୍ବରଙ୍କୁ କହି ପାରନ୍ତି, ' ସହେି ଲୋକ କବରକୁ ୟିବା ପାଇଁ ରକ୍ଷା ପାଉ' ମୁଁ କ୍ଷତି ପୂରଣ ପାଇଅଛି।
25ସହେି ଲୋକର ଶରୀର ପୁଣି ସତଜେ ହବେ ଓ ସେ ପୁଣି ସୁସ୍ଥ ସବଳ ହାଇଯେିବ। ସେ ଯଭେଳି ୟୁବକ ଥିଲା ପୁଣି ସହେିଭଳି ହାଇଯେିବ।
26ସହେି ଲୋକ ପରମେଶ୍ବରଙ୍କୁ ପ୍ରାର୍ଥନା କରିବ ଓ ପରମେଶ୍ବର ମଧ୍ଯ ତା' ପ୍ରତି ପ୍ରସନ୍ନ ହବେେ। ତା'ପରେ ସେ ପରମେଶ୍ବରଙ୍କର ମୁଖ ଦେଖିବ ଓ ଆନନ୍ଦ ରେ ଚିତ୍କାର କରି ଉଠିବ, ଯେତବେେଳେ ସେ ମନୁଷ୍ଯଙ୍କୁ ତା'ର ଯଥାର୍ଥ ଅବସ୍ଥା ଫରୋଇ ଦବେେ।
27ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।
28ପରମେଶ୍ବର ମାରେ ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ଯୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରିପାରିବି।'
29ପରମେଶ୍ବର ଏକଥା ବାରମ୍ବାର ସହେି ଲୋକ ପାଇଁ କରନ୍ତି।
30କାହିଁକି ? ସହେି ଲୋକକୁ ଚତାବେନୀ ଦଇେ ତା'ର ଆତ୍ମାକୁ ମୁକ୍ତି ଦଇେ ତାକୁ ମରଣରୁ ରକ୍ଷା କରନ୍ତି। ଫଳ ରେ ସେ ଲୋକ ତା'ର ଜୀବନ ଆନନ୍ଦ ରେ ବିତାଇବ।
31ଆୟୁବ, ମାେ କଥାକୁ ଧ୍ଯାନ ଦିଅ। ମାେ କଥା ଶୁଣ। ନିରବ ରୁହ ଏବଂ ମାେତେ କହିବାକୁ ଦିଅ।
32କିନ୍ତୁ ଆୟୁବ ତୁମ୍ଭେ ଯଦି ମାେ କଥା ରେ ଏକମତ ନ ହେଉଛ ତା' ହେଲେ ତୁମ୍ଭେ କହିୟାଅ। ତୁମ୍ଭର ୟୁକ୍ତି ମାେତେ କୁହ ଯାହା ଫଳ ରେ ମୁଁ ତାକୁ ସଂ ଶାଧେନ କରି ଦବେି।
33କିନ୍ତୁ ଆୟୁବ ଯଦି ତୁମ୍ଭର କିଛି କହିବାର ନାହିଁ ମାେ କଥା ଶୁଣ। ନୀରବ ହୁଅ, ମୁଁ ଜ୍ଞାନ ଶିଖାଇବି।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme