ଆୟୁବ ପୁସ୍ତକ
Chapter 40
ଓଡ଼ିଆ ବାଇବେଲ1ସଦାପ୍ରଭୁ ଆୟୁବକୁ ଉତ୍ତର ଦଇେ କହିଲେ,
2ଆୟୁବ, ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କ ସହିତ ୟୁକ୍ତି କରୁଛ। ଆମ୍ଭେ ଭୁଲ କରିଛୁ ବୋଲି ତୁମ୍ଭେ ବିଚାର କରିଛ, କ'ଣ ସ୍ବୀକାର କରିବ ଯେ ତୁମ୍ଭେ ଭୁଲ କରିଛ ବୋଲି, ତୁମ୍ଭେ ମାେତେ ଉତ୍ତର ଦିଅ।
3ତା'ପରେ ଆୟୁବ ପରମେଶ୍ବରଙ୍କୁ ଉତ୍ତର ଦଇେ କହିଲା,
4ମୁଁ ଅତି ନିକୃଷ୍ଟ କଥା କହିବାକୁ ! ମୁଁ ବା ତୁମ୍ଭକୁ କି ଉତ୍ତର ଦବେି ? ମୁଁ ତୁମ୍ଭକୁ ଉତ୍ତର ଦଇେ ପାରିବି ନାହିଁ। ମୁଁ ମାରେ ହାତଦ୍ବାରା ମାରେ ମୁହଁ ବନ୍ଦ କରିବି।
5ମୁଁ କହିଛି କିନ୍ତୁ ଆଉ ଥରେ କ ହେ ନାହିଁ। ମୁଁ ଦୁଇଥର କହିଛି କିନ୍ତୁ ତା'ଠାରୁ ଅଧିକ କିଛି କହିପାରିବି ନାହିଁ।
6ତା'ପରେ ସଦାପ୍ରଭୁ ଆୟୁବକୁ ସହେି ଝଡ଼ ଭିତରୁ ଉତ୍ତର ଦେଲେ। ସଦାପ୍ରଭୁ କହିଲେ,
7ଆୟୁବ, କଟୀବନ୍ଧନ କରି ଜଣେ ମନୁଷ୍ଯ ପରି। ଏବଂ ମୁଁ ଯାହା ପ୍ରଶ୍ନ କରିବି ତା'ର ଉତ୍ତର ଦବୋକୁ ପ୍ରସ୍ତୁତ ହୁଅ।
8ଆୟୁବ, ତୁମ୍ଭେ କ'ଣ ଭାବୁଛ ମୁଁ ନ୍ଯାଯୀ ନୁହେଁ ? ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ କାମ କରି ୟଦ୍ବାରା ତୁମ୍ଭେ ନିରୀହ ପ୍ରମାଣିତ ହବେ।
9ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।
10ଯଦି ତୁମ୍ଭେ ପରମେଶ୍ବରଙ୍କ ପରି, ତା' ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ବରଙ୍କ ସହ ସମକକ୍ଷ, ତା' ହେଲେ ତୁମ୍ଭେ ପରମେଶ୍ବରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।
11ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।
12ହଁ ଆୟୁବ, ସହେି ଗର୍ବୀ ଲୋକମାନଙ୍କୁ ଦେଖ ଏବଂ ସମାନଙ୍କେୁ ନମ୍ର କର। ଦୁଷ୍ଟମାନଙ୍କୁ ସମାନେେ ଛିଡ଼ା ହାଇେଥିବା ସ୍ଥାନ ରେ ହିଁ ଦଳି ଦିଅ।
13ସବୁ ଗର୍ବୀ ଲୋକମାନଙ୍କୁ ମାଟି ରେ ପୋତିଦିଅ। ସମାନଙ୍କେର ଶରୀର ଗୁଡ଼ାଇ ଦିଅ ଏବଂ ସମୟ ଭିତ ରେ ରଖିଦିଅ।
14ଆଯବ, ଯଦି ତୁମ୍ଭେ ଏସବୁ କରିପାରିବ ତା' ହେଲେ ମୁଁ ତୁମ୍ଭକୁ ପ୍ରଶଂସା କରିବି ଏବଂ ମୁଁ ସ୍ବୀକାର କରେ ଯେ, ନିଜର ଦକ୍ଷିଣ ହସ୍ତ ଯୋଗୁଁ ତୁମ୍ଭେ ନିଜକୁ ରକ୍ଷା କରିବାକୁ ସମର୍ଥ।
15ଆୟୁବ, ତୁମ୍ଭେ ବ ହମୋେତକୁ ଦେଖ। ମୁଁ ପରମେଶ୍ବର, ସହେି ବ ହମୋେତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ଯ ମୁଁ ସୃଷ୍ଟି କରିଛି। ବ ହମୋେତ ଗାଈପରି ଘାସ ଖାଏ।
16ବେ ହମୋେତର ଶରୀର ରେ ଅତ୍ଯଧିକ ଶକ୍ତି ଅଛି। ତା'ର ପାକସ୍ଥଳୀର ମାଂସପେଶୀ ଅତି ବଳିଷ୍ଠ।
17ବ ହମୋେତର ଲାଞ୍ଜ ଏରସବୃକ୍ଷ ପରି ଶକ୍ତ। ତା'ର ଗୋଡ଼ର ମାଂସପେଶୀ ଅତି ଶକ୍ତ।
18ବ ହମାେତର ହାଡ଼ସବୁ ତମ୍ବା ପରି ଅତି ଶକ୍ତ। ତା'ର ଗୋଡ଼ ଲୁହାଖମ୍ବ ଭଳି ଶକ୍ତ।
19ବେ ହମୋେତ ପରମେଶ୍ବରଙ୍କ ସୃଷ୍ଟି ରେ ସର୍ବୋତ୍ତମ। ଅନ୍ୟ କହେି ଯଦି ତାକୁ ସୃଷ୍ଟି କରିଛି ବୋଲି ଦାବୀ କରେ, ତାକୁ ତା'ର ଶଡ୍ଗ ବାହାର କରି ଏହି ଦାବିକୁ ପ୍ରତିରକ୍ଷା କରିବାକୁ ଦିଅ।
20ବ ହମୋେତ ପାହାଡ଼ ଉପରେ ଜନ୍ମିଥିବା ଘାସ ଖାଏ। ଯେଉଁଠା ରେ ଜଙ୍ଗଲୀ ପ୍ରାଣୀମାନେ ଖୋଜାବୁଲା କରନ୍ତି।
21ବ ହମୋେତ ପଦ୍ମବନ ତଳେ ଶଯନ କରେ। ବ ହମୋେତ ନଳବଣ ରେ ନିଜକୁ ଲୁଚାଇ ରଖିପା ରେ।
22ପଦ୍ମପତ୍ର ସବୁ ତା'ର ଛାଯା ରେ ବ ହମୋେତକୁ ଲୁଚାଇ ରଖିପା ରେ। ସେ ନଦୀ କୂଳ ରେ ଜନ୍ମିଥିବା ବାଇଶ ବୃକ୍ଷ ତଳେ ବାସ କରେ।
23ଯଦି ନଦୀ ରେ ବନ୍ଯା ଆ ସେ ବ ହମୋେତ ସଠାରୁେ ପଳାଇୟିବ ନାହିଁ। ସେ ଭୟଭୀତ ହୁଏ ନାହିଁ। ଯଦିଓ ୟର୍ଦ୍ଦନ ନଦୀର ପାଣି ତା' ନାକ ପର୍ୟ୍ଯନ୍ତ ପହଁଞ୍ଚେ।
24କହେି ମନୁଷ୍ଯ ବେ ହମୋେତର ଆଖିକୁ ଅନ୍ଧ କରିପା ରେ ନାହିଁ ଏବଂ ୟନ୍ତା ରେ ଧରିପା ରେ ନାହିଁ।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.