ଏବ୍ରୀ
Chapter 1
ଓଡ଼ିଆ ବାଇବେଲ1ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।
2କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
3ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
4ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।
5ଆହୁରି ମଧ୍ଯ ସେ କୌଣସି ସ୍ବର୍ଗଦୂତଙ୍କୁ କହି ନ ଥିଲେ ଯେ :
6ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :
7ନିଜର ସ୍ବର୍ଗଦୂତମାନଙ୍କ ବିଷୟ ରେ ପରମେଶ୍ବର କହିଛନ୍ତି :
8କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
9ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
10ପରମେଶ୍ବର ଏହା ମଧ୍ଯ କହନ୍ତି :
11ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।
12ତୁମ୍ଭେ ଚାଦର ଭଳି ସହେିସବୁ ଗୁଡ଼ାଇବ ଓ ସମାନେେ ବସ୍ତ୍ର ଭଳି ପରିବର୍ତ୍ତିତ ହବେେ। କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ, ଓ ତୁମ୍ଭ ଜୀବନର ଶଷେ ହବେ ନାହିଁ।
13ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :
14ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.