Home ଏବ୍ରୀ 2 · ଓଡ଼ିଆ ବାଇବେଲ

ଏବ୍ରୀ

Chapter 2

ଓଡ଼ିଆ ବାଇବେଲ
1ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟ ରେ ଅଧିକ ମନୋୟୋଗୀ ହବୋ ଦରକାର, ନଚେତ୍ ସତ୍ଯମାର୍ଗରୁ ବିଚଳିତ ହାଇେ ପଥଭ୍ରଷ୍ଟ ହବେୁ।
2ସ୍ବର୍ଗଦୂତମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିବା ଶିକ୍ଷା ସତ୍ଯ ବୋଲି ଦଖାଇେ ଦିଆଗଲା। ପ୍ରେତ୍ୟକକ ଥର ୟିହୁଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତବେେଳେ ସହେି ଶିକ୍ଷାକୁ ସମାନେେ ଅବମାନନା କଲେ, ସମାନେେ ଦଣ୍ଡିତ ହେଲେ।
3ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ
4କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।
5ଯେଉଁ ଭାବୀଜଗତ ବିଷୟ ରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ବର ଦୂତମାନଙ୍କୁ ବାଛି ନାହାନ୍ତି।
6ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :
7ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
8ଓ ପ୍ରେତ୍ୟକକ ବିଷୟ ତା' ନିୟନ୍ତ୍ରଣ ରେ ରଖିଅଛ। ଗୀତସଂହିତା 8:4-6
9ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।
10ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।
11ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି :
12 ହେ ପରମେଶ୍ବର, ମୁଁ ମାରେ ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟ ରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗ ରେ, ମୁଁ ତୁମ୍ଭର ପ୍ରଶଂସା ପାଇବି। ଗୀତିସଂହିତା 22:22
13ସେ ଆହୁରି କହନ୍ତି :
14ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।
15ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।
16କାରଣ ପ୍ରକୃତ ରେ ଯୀଶୁ ସ୍ବର୍ଗଦୂତମାନଙ୍କ ପ୍ରତି ମନ ଯୋଗୀ ନ ହାଇେ ଅବ୍ରହାମର ସନ୍ତାନମାନଙ୍କୁ ସାହାୟ୍ଯ କରନ୍ତି।
17ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
18ଯୀଶୁ ପରୀକ୍ଷିତ ହାଇେ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ସକ୍ଷମ ଅଟନ୍ତି।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme