Home ଗୀତସଂହିତା 101 · ଓଡ଼ିଆ ବାଇବେଲ

ଗୀତସଂହିତା

Chapter 101

ଓଡ଼ିଆ ବାଇବେଲ
1ମୁଁ ବିଶ୍ବସ୍ତତା ଓ ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
2ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।
3ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
4ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।
5ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।
6ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।
7ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।
8ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme