ଗୀତସଂହିତା
Chapter 117
ଓଡ଼ିଆ ବାଇବେଲ1ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି !ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.