ଗୀତସଂହିତା
Chapter 126
ଓଡ଼ିଆ ବାଇବେଲ1ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
2ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।
3ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭମାନେେ ଖୁସି ଅଟୁ।
4ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।
5ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।
6ୟଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷତକେୁ ନଇୟୋଏ, ତଥାପି ସେ ଅମଳ ଘରକୁ ଆଣିବା ସମଯରେ ଖୁସି ହୁଏ।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.