Home ଗୀତସଂହିତା 127 · ଓଡ଼ିଆ ବାଇବେଲ

ଗୀତସଂହିତା

Chapter 127

ଓଡ଼ିଆ ବାଇବେଲ
1ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।
2ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।
3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
4ୟୁବକର ପୁତ୍ରଗଣ ଏକ ସୈନ୍ଯର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
5ସହେି ବ୍ଯକ୍ତି ଭାଗ୍ଯବାନ, ଯେଉଁ ବ୍ଯକ୍ତିର କବେବେି ପରାସ୍ତ ହବେ ନାହିଁ, ଯେତବେେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ଯବାନ୍।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme