Home ଗୀତସଂହିତା 140 · ଓଡ଼ିଆ ବାଇବେଲ

ଗୀତସଂହିତା

Chapter 140

ଓଡ଼ିଆ ବାଇବେଲ
1ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ଦୌରାତ୍ମ୍ଯକାରୀ ଲୋକମାନଙ୍କଠାରୁ ମାେତେ ରକ୍ଷା କର।
2ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି। ସମାନେେ ପ୍ରେତ୍ୟକକ ଦିନ ୟୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।
3ସମାନଙ୍କେର ଜିହ୍ବା ବିଷଧର ସର୍ପପରି, ୟପରେି ସମାନଙ୍କେର ଜିହ୍ବାତଳେ ନାଗର ଗରଳ ରହିଛି।
4ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।
5ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
6ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।
7ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
8ହେ ସଦାପ୍ରଭୁ, ସହେି ଲୋକମାନେ ଦୁଷ୍ଟ ପ୍ରକୃତିର। ସମାନଙ୍କେର ଇଚ୍ଛା ପୂର୍ଣ୍ଣ ହବୋକୁ ଦିଅ ନାହିଁ। ସମାନଙ୍କେର ଯୋଜନାକୁ ସଫଳ ହବୋକୁ ଦିଅ ନାହିଁ।
9ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।
10ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।
11ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
12ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
13ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme