Home ଗୀତସଂହିତା 144 · ଓଡ଼ିଆ ବାଇବେଲ

ଗୀତସଂହିତା

Chapter 144

ଓଡ଼ିଆ ବାଇବେଲ
1ସଦାପ୍ରଭୁ ମାରେ ଶୈଳ, ତାଙ୍କର ପ୍ରଶଂସା ହେଉ। ସେ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
2ସେ ମାେତେ ସ୍ନହେ କରନ୍ତି ଏବଂ ରକ୍ଷା କରନ୍ତି। ସେ ମାରେ ଉଚ୍ଚ ପର୍ବତରେ ନିରାପଦ ସ୍ଥାନ। ସେ ମାେତେ ଉଦ୍ଧାର କରନ୍ତି। ସେ ମାରେ ଢ଼ାଲ, ସେ ହେଉଛନ୍ତି ମାେ ଆଶ୍ରଯସ୍ଥଳ। ସଦାପ୍ରଭୁ ମାରେ ଲୋକମାନଙ୍କୁ ଶାସନ କରିବାରେ ମାେତେ ସାହାୟ୍ଯ କରନ୍ତି।
3ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ବପୂର୍ଣ୍ଣ କାହିଁକି ? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ଯାନ ଦିଅ ?
4ମନୁଷ୍ଯ ଜୀବନ ପବନର ଫୁତ୍କାର। ତାହାର ଜୀବନ ବହିୟିବା ଦିନର ଛାଯା ତୁଲ୍ଯ।
5ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସମାନେେ ଧୂମ ନିର୍ଗତ କରିବେ।
6ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର ବାଣ ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।
7ସଦାପ୍ରଭୁ ସ୍ବର୍ଗରୁ ଓହ୍ଲାଇ ଆସ ଏବଂ ମାେତେ ରକ୍ଷା କର। ମାେତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମାେତେ ବିଦେଶୀମାନଙ୍କଠାରୁ ରକ୍ଷା କର।
8ସହେି ଶତ୍ରୁଗଣ ମିଥ୍ଯାବାଦୀ ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।
9ହେ ସଦାପ୍ରଭୁ, ତୁମ୍ଭ ବିଷଯରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ୟନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ଯରେ ମୁଁ ପ୍ରଶଂସାଗାନ କରିବି।
10ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସମାନଙ୍କେ ୟୁଦ୍ଧରେ ବିଜଯୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସବେକ ଦାଉଦଙ୍କୁ ଶତ୍ରୁ ଖଡ୍ଗର ସମ୍ମୁଖରୁ ଉଦ୍ଧାର କର।
11ମାେତେ ସହେି ବିଦେଶୀଙ୍କ ଠାରୁ ରକ୍ଷା କର। ସହେି ଶତ୍ରୁମାନେ ମିଥ୍ଯାବାଦୀ, ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।
12ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।
13ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ଯରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମଷଗେଣ ସହସ୍ର ସହସ୍ର ଓ ଅଯୁତ ଅଯୁତ ଶାବକ ପ୍ରସବ କରନ୍ତୁ।
14ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ବାରା ଅଧିକ ଓଜନିଆ ହାଇେ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ଯରୁ କହେି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।
15ସହେିପରି ଲୋକମାନେ ହେଉଛନ୍ତି ଧନ୍ଯ, ୟାହାର ଏହିଭଳି ଅଛି। ସହେି ଲୋକମାନେ ଧନ୍ଯ ହୁଅନ୍ତୁ, ୟାହାର ପରମେଶ୍ବର ହେଉଛନ୍ତି ସଦାପ୍ରଭୁ।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme