Home ଗୀତସଂହିତା 51 · ଓଡ଼ିଆ ବାଇବେଲ

ଗୀତସଂହିତା

Chapter 51

ଓଡ଼ିଆ ବାଇବେଲ
1ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।
2ମାେ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମାେତେ ପବିତ୍ର କର।
3ମୁଁ ଜାଣେ ମୁଁ ପାପ କରିଛି। ମାରେ ପାପ ସବୁ ସର୍ବଦା ମାରେ ସମ୍ମୁଖରେ ଦଖାଯାେଉଛି।
4ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।
5ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହଲିେ ଓ ପାପରୁ ହିଁ ମାରେ ମା ମାେତେ ଗର୍ଭରେ ଧାରଣ କଲା।
6ହେ ପରମେଶ୍ବର, ମୁଁ ବିଶ୍ବସ୍ତ ହୁଏ ବୋଲି ତୁମ୍ଭେ ଚାହଁ, ତଣେୁ ମାେ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।
8ଆଉ ମାେତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ବାରା ଭଗ୍ନ ଅସ୍ଥି ସବୁ ଆନନ୍ଦରେ ପ୍ରଫୁଲ୍ଲିତ ହବେ।
9ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।
10ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।
11ତୁମ୍ଭଠାରୁ ମାେତେ ଦୂର କର ନାହିଁ ! ଏବଂ ତୁମ୍ଭର ପବିତ୍ର ଆତ୍ମା ମାଠାରୁେ ନିଅ ନାହିଁ।
12ତୁମ୍ଭର ପରିତ୍ରାଣ ମାେତେ ଖୁସି କଲା ! ପୁନରାଯ ମାେତେ ସହେି ଆନନ୍ଦ ପ୍ରଦାନ କର। ମାରେ ଆତ୍ମାକୁ ସୁଦୃଢ଼ କର, ୟପରେିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହବେି।
13ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।
14ହେ ପରମେଶ୍ବର, ମୃତ୍ଯୁ ଦଣ୍ଡରୁ ମାେତେ ରକ୍ଷା କର। ହେ ମାରେ ପରମେଶ୍ବର, ଆପଣ ହେଉଛନ୍ତି ଏକମାତ୍ର ୟେ କି ମାେତେ ରକ୍ଷା କରି ପାରିବେ !ତୁମ୍ଭେ ମାେ ପାଇଁ କରିଥିବା ଧର୍ମ ବିଷଯ କାର୍ୟ୍ଯସବୁ ମୁଁ ଗାନ କରିବି।
15ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।
16ତୁମ୍ଭେ ପ୍ରକୃତରେ ବଳିଦାନ ଚାହିଁ ନାହଁ ଏବଂ ତୁମ୍ଭେ ହାମବେଳିରେ ସନ୍ତୁଷ୍ଟ ନୁହଁ। ତା' ହେଲେ ମୁଁ ସଗେୁଡ଼ିକ ଦଇେଥାନ୍ତି।
17ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।
18ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19ଏହାପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହାମବେଳି, ଉପ ଭୋଗ କରିବ। ଏବଂ ଲୋକମାନେ ପୁନର୍ବାର ତୁମ୍ଭ ୟଜ୍ଞବଦେୀରେ ବୃଷଭମାନ ଉତ୍ସର୍ଗ କରିବେ।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme