ଗୀତସଂହିତା
Chapter 58
ଓଡ଼ିଆ ବାଇବେଲ1ବିଚାରକଗଣ !ତୁମ୍ଭେ ନ୍ଯାଯ ଭାବରେ କୁହ କି ? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି ?
2ନା, ତୁମ୍ଭେ କବଳେ ମନ୍ଦକାର୍ୟ୍ଯ କରିବା ପାଇଁ ଚିନ୍ତା କରୁଛ। ତୁମ୍ଭମାନେେ ନିଜେ ଏହି ଦେଶରେ ଅପରାଧ କରୁଛି।
3ସହେି ଦୁଷ୍ଟ ଲୋକମାନେ ଜନ୍ମ ହବୋ ମାତ୍ରେ ବିପଥଗାମୀ। ସମାନେେ ଜନ୍ମଠାରୁ ମିଥ୍ଯାବାଦୀ।
4ସମାନଙ୍କେର କୋର୍ଧ ସର୍ପର ବିଷତୁଲ୍ଯ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ୟିଏ ଶୁଣିପାରିବ ନାହିଁ, ସମାନେେ ସତ କଥା ଶୁଣିବାକୁ ବାରଣ କରନ୍ତି।
5ସାପୁଆକଳୋମାନଙ୍କର ବାଦ୍ଯ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ। ଆଉ ସହେି ମନ୍ଦ ଲୋକମାନେ ସହେିପରି, ଯେତବେେଳେ ସମାନେେ ସମାନଙ୍କେର ମନ୍ଦ ଯୋଜନା କରନ୍ତି।
6ହେ ପରମେଶ୍ବର, ସହେି ଲୋକମାନେ ସିଂହ ପରି। ତଣେୁ ହେ ପରମେଶ୍ବର, ସମାନଙ୍କେର ଦାନ୍ତସବୁ ଭାଙ୍ଗି ଦିଅ।
7ସମାନେେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହାଇେ ୟାଆନ୍ତୁ। ରାସ୍ତାର ଘାସ ତୁଲ୍ଯ ସମାନେେ ପଦଦଳିତ ହୁଅନ୍ତୁ।
8ଶାମୁକା ଗତି କଲା ବେଳେ ତରଳି ୟିବା ପରି ସମାନେେ ତରଳି ୟାଆନ୍ତୁ। ସୂର୍ୟ୍ଯା ଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
9ଜ୍ବଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସମାନେେ ଶୀଘ୍ର ଧ୍ବଂସ ହୁଅନ୍ତି।
10ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।
11ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.