ଗୀତସଂହିତା
Chapter 61
ଓଡ଼ିଆ ବାଇବେଲ1ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।
2ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।
3ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ।
4ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଚା ହେଁ। ମୁଁ ତୁମ୍ଭ ପକ୍ଷର ଛାଯାରେ ଆଶ୍ରଯ ନବେି।
5ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।
6ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
7ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
8ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.