ଗୀତସଂହିତା
Chapter 87
ଓଡ଼ିଆ ବାଇବେଲ1ପରମେଶ୍ବର ୟିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
2ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।
3ହେ ପରମେଶ୍ବରଙ୍କ ନଗରୀ, ତୁମ୍ଭ ବିଷଯରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
4ପରମେଶ୍ବର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। ସେ ଜାଣନ୍ତି ତାଙ୍କର ପ୍ରେତ୍ୟକକ ଲୋକ କେଉଁଠାରେ ଜନ୍ମ ହାଇେଥିଲେ। ସହେିମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କର ସବୋ କରନ୍ତି, ସମାନେେ ମିଶର ଓ ବାବିଲରେ ବାସ କରନ୍ତି।
5ସମାନଙ୍କେ ମଧ୍ଯରୁ କେତକେ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।
6ଆଉ ସିୟୋନ ସମାନଙ୍କେର ସମସ୍ତ ନାମକୁ ଜାଣନ୍ତି ପ୍ରେତ୍ୟକକ ସଠାେରେ ଜନ୍ମ ହାଇେଥିଲେ।
7ସହେି ପର୍ବରେ ନର୍ତ୍ତକ ଓ ଗାଯକ କହିବେ। ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ଯରୁ ଆସେ।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.