Home ଗୀତସଂହିତା 92 · ଓଡ଼ିଆ ବାଇବେଲ

ଗୀତସଂହିତା

Chapter 92

ଓଡ଼ିଆ ବାଇବେଲ
1ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
2ପ୍ରଭାତ ସମଯରେ ତୁମ୍ଭର ପ୍ରମେ ଗୀତ ବୋଲିବା ଉତ୍ତମ ଏବଂ ରାତ୍ରିରେ ତୁମ୍ଭର ବିଶ୍ବସ୍ତତା ଗୀତ ଗାନ କରିବା ଉତ୍ତମ।
3ହେ ପରମେଶ୍ବର, ଦଶତାର ୟନ୍ତ୍ର ଓ ନବେଲରେ ବୀଣାର ଗମ୍ଭୀର ଧ୍ବନିରେ ସୂ-ଗୀତ ଗାନ କରିବା ଭଲ।
4ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମାେତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ୟଶଗାନ କରୁଛି।
5ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
6ପଶୁବତ୍ ଲୋକମାନେ ଏହାକୁ ଜାଣି ନାହାଁନ୍ତି, କିଅବା ନିର୍ ବୋଧମାନେ ବୁଝନ୍ତି ନାହିଁ।
7ଯେତବେେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଚାରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହାଇପୋରନ୍ତି। ସେତବେେଳେ ସମାନେେ କରୁଥିବା ମୂଲ୍ଯହୀନ କାର୍ୟ୍ଯ ଚିରଦିନ ପାଇଁ ନଷ୍ଟ ହବେ।
8କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
9ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହବେେ। ସହେି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହବେେ ଏବଂ ଛିନ୍ନ ବିଚ୍ଛିନ୍ନ ହାଇଯେିବେ।
10କିନ୍ତୁ ତୁମ୍ଭେ ମାେତେ ଶକ୍ତିଶାଳୀ କରିବ। ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ଯ ମୁଁ ଦୃଢ଼ ହବେି। ତୁମ୍ଭେ ମାେତେ ବିଶଷେ କାର୍ୟ୍ଯ ପାଇଁ ମନୋନୀତ କରିଛ। ତୁମ୍ଭେ ମାେତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିବାର ମୁଁ ଦେଖୁଛି। ସମାନେେ ମାେ ବିଷଯରେ ୟାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
12ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋନର ଏରସ ଗଛ ତୁଲ୍ଯ।
13ସମାନେେ ପରମେଶ୍ବରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡ଼ାଳଗଛ ସ୍ବରୂପ।
14ଏପରିକି ଯେତବେେଳେ ସମାନେେ ବୃଦ୍ଧ ହବେେ, ସେତବେେଳେ ମଧ୍ଯ ସମାନେେ ଫଳ ଉତ୍ପନ୍ନ କରିପାରିବେ। ସମାନେେ ସୁସ୍ଥ ରହିବେ ଏବଂ ସମାନଙ୍କେର ବହୁତ ପତ୍ର ରହିବ।
15ଏହା ଦ୍ବାରା ସଦାପ୍ରଭୁ ୟେ ୟଥାର୍ଥ ତାହା ପରିପ୍ରକାଶ ହବେ। ସେ ମାରେ ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme