ପ୍ରଥମ ଶାମୁୟେଲ
Chapter 5
ଓଡ଼ିଆ ବାଇବେଲ1ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ।
2ତହିଁ ଉତ୍ତାରକ୍ସ୍ଟ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଦାଗୋନ ମନ୍ଦିରକକ୍ସ୍ଟ ଆଣି ଦାଗୋନ ଦବେତା ନିକଟରେ ରଖିଲେ।
3ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତୀ ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁମାଡି ଭୂମିରେ ପଡିଅଛି। ଦାଗୋନ୍ର ଲୋକମାନେ ପକ୍ସ୍ଟନର୍ବାର ଉଠାଇ ସ୍ଥାନ ରେ ରଖିଲେ।
4ତା'ପରେ ପକ୍ସ୍ଟଣି ସମାନେେ ପରଦିନ ପ୍ରଭାତ ରେ ଯେତବେେଳେ ଉଠିଲେ ଦାଗୋନ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁ ମାଡି ଭୂମିରେ ପଡିଥିଲା ଏବଂ ବାହକ୍ସ୍ଟଗକ୍ସ୍ଟଡିକ ଓ ମକ୍ସ୍ଟଣ୍ତ କଟା ହାଇେଥିଲା ଏବଂ ଦ୍ବାରବନ୍ଧ ଉପରେ ପଡିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହାଇେ ରହିଥିଲା।
5ଏଥିପାଇଁ ଦାଗୋନର ଯାଜକମାନେ ଅବା ଯେଉଁମାନେ ଦାଗୋନ ମନ୍ଦିରକକ୍ସ୍ଟ ଆସନ୍ତି, ସମାନେେ ଆଜି ପର୍ୟ୍ଯନ୍ତ ଅସ୍ଦୋଦସ୍ଥିତ ଦାଗୋନ ମନ୍ଦିରର ଦ୍ବାରବନ୍ଧକକ୍ସ୍ଟ ମାଡନ୍ତି ନାହିଁ।
6ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।
7ଏହିପରି ଅସ୍ଦୋଦୀଯ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦବେତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠକ୍ସ୍ଟର ହାଇେଅଛି।
8ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?
9ପକ୍ସ୍ଟଣି ସମାନେେ ତାହା ନଇଗେଲା ପରେ ଏହା ଏପରି ହେଲା, ଯେ ସଦାପ୍ରଭୁଙ୍କ ହସ୍ତ ଗାଥ ନଗରକକ୍ସ୍ଟ ଭୟ ଓ ୟନ୍ତ୍ରଣା ରେ ଆଘାତ କଲା; ପକ୍ସ୍ଟଣି ସେ ନଗରସ୍ଥ ସାନ ଓ ବଡ ଉଭୟଙ୍କକ୍ସ୍ଟ ସେ କ୍ଲେଶ ଦେଲେ ଓ ସମାନଙ୍କେଠା ରେ ଅର୍ଶ ରୋଗ ବାହାରିଲା।
10ଏହାପରେ ସମାନେେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଇକ୍ରୋଣକକ୍ସ୍ଟ ପଠାଇଲେ। ଯେତବେେଳେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆସିଲା।
11ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ, କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା।
12ପକ୍ସ୍ଟଣି ଯେଉଁ ଲୋକମାନେ ମଲେ ନାହିଁ, ସମାନେେ ଅର୍ଶ ରୋଗ ରେ ପୀଡିତ ହେଲେ; ଆଉ ନଗରର ଆର୍ତ୍ତଦାନ ସ୍ବର୍ଗକକ୍ସ୍ଟ ଉଠିଲା।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.