ଯାତ୍ରା ପୁସ୍ତକ
Chapter 38
ଓଡ଼ିଆ ବାଇବେଲ1ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।
2ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ।
3ଏହାପରେ ସେ ୟଜ୍ଞବଦେୀ ପାଇଁ ଦରକାରୀ ପିତ୍ତଳ ପାତ୍ର, ବଲଚୋ, କରଚୁଲ୍ଲୀ, ଗରା, କଣ୍ଟା ଚାମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।
4ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।
5ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।
6ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ।
7ବଦେୀଟିକୁ ବହିବା ପାଇଁ ସେ ୟଜ୍ଞବଦେୀ ପାଶର୍ବ ରେ ଥିବା କଡା ମଧିଅରେ ସାଙ୍ଗୀକୁ ପୁରାଇଲେ। ସେ ୟଜ୍ଞବଦେୀଟିକୁ ଖାଲି ସିନ୍ଦୁକ ପରି ପଟା ରେ ନିର୍ମାଣ କଲେ।
8ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।
9ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।
10ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।
11ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।
12ପଶ୍ଚିମ ପାଶର୍ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା।
13ପୂର୍ବ ଦିଗ ରେ ପୂର୍ବ ପାଶର୍ବ ନିମନ୍ତେ ପଚାଶ ହାତଥିଲା।
14ଦ୍ବାରର ଏକ ପାଶର୍ବ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
15ଅନ୍ୟ ପାଶର୍ବ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ବାର ସନ୍ନିକଟ ଏକ ପାଶର୍ବସ୍ଥ ଓ ଅନ୍ୟ ପ୍ରାଶର୍ବସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
16ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ର ରେ ନିର୍ମିତ ଥିଲା।
17ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।
18ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।
19ତହିଁରେ ପିତ୍ତଳର ଚାରିଟି ସ୍ତମ୍ଭ, ଚାରିଟି ଚୁଙ୍ଗୀ ରୂପାର ଆଙ୍ଗଡା ତା'ର ମୁଣ୍ଡାଳି ରୂପା ରେ ଛାଉଣୀ ହାଇେଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।
20ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସା ରେ ନିର୍ମିତ ହାଇେଥିଲା।
21ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ।
22ସଦାପ୍ରଭୁ ମାଶାଙ୍କେ ଦ୍ବାରା ଯେଉଁ ଆଜ୍ଞା ଦଇେଥିଲେ, ସହେି ଅନୁୟାଯୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲଲେ ସେ ସବୁ ନିର୍ମାଣ କରିଥିଲେ।
23ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀଯାବ ଖାଦେନ କାର୍ୟ୍ଯ ରେ, ରୂପାଙ୍କନ କରିବା ରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବା ରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।
24ଅଣତିରିଶ ତାଳନ୍ତ ଓ 730 ଶକେଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ବାରା ମପାୟାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।
25ଯେତେ ଲୋକ ଗଣିତ ହାଇେଥିଲେ, ସମାନେେ 100 ଶକେଲ ସୁବର୍ଣ୍ଣ ଓ 1 ,775 ଶକେଲ ରୂପା କାର୍ୟ୍ଯାଳଯ ମାପ ଦ୍ବାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।
26ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।
27ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।
28ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1 ,775 ଶକେଲ ରୂପା ରେ ଆଚ୍ଛାଦନ କଲେ।
29ପିତ୍ତଳର ନବୈେଦ୍ଯ ସତୁରି ତାଳନ୍ତ 2 ,400 ଶକେଲ ଥିଲା।
30ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।
31ପ୍ରାଙ୍ଗଣର ଚତୁଃପାଶର୍ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା।
Bible Study with Steffi App
Download Free ↗
Memorize verses with spaced repetition. Free, no ads, 15+ languages.