Home ଯିରିମିୟ 24 · ଓଡ଼ିଆ ବାଇବେଲ

ଯିରିମିୟ

Chapter 24

ଓଡ଼ିଆ ବାଇବେଲ
1ବାବିଲର ରାଜା ନବୂଖଦନିତ୍ସର, ଯିହାୟୋଦାରକୀମ୍ର ପୁତ୍ର, ଯିହୁଦାର ରାଜା ୟିହୋଯାଖୀନକୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ୟିରୁଶାଲମରୁ ବନ୍ଦୀକରି ବାବିଲକୁ ନଇଗେଲା ଉତ୍ତା ରେ, ସଦାପ୍ରଭୁ ମାେତେ ଏକ ଦର୍ଶନ ଦଖାଇେଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖ ରେ ଦୁଇ ଡ଼ାଲା ଡ଼ିମ୍ବିରି ଫଳ ରଖା ୟାଇଅଛି।
2ଗୋଟିଏ ଡ଼ାଲା ରେ ଆଦ୍ଯ ପକ୍ବ ଡ଼ିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲା ରେ ଏପରି ଅତି ମନ୍ଦ ଡ଼ିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପୟୋଗୀ ନ ଥିଲା।
3ସଦାପ୍ରଭୁ ମାେତେ ପଚାରିଲେ, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଛ ? ମୁଁ ଉତ୍ତର କଲି, ଡ଼ିମ୍ବିରି ଫଳ, ଉତ୍ତମ ଡ଼ିମ୍ବିରି ଅତି ଉତ୍ତମ ଓ ମନ୍ଦ ଡ଼ିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନ ଯୋଗ୍ଯ ନୁହେଁ।
4ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା।
5ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗେଲ, ଏହିସବୁ ଉତ୍ତମ ଡ଼ିମିରି ତୁଲ୍ଯ। ମୁଁ ସମାନଙ୍କେୁ ଉତ୍ତମ ବୋଲି ବିବଚେନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲଦୀଯମାନଙ୍କ ଭୂମିକୁ ତଡ଼ି ଦଇେଛି।
6ଆମ୍ଭେ ସମାନଙ୍କେୁ ସୁରକ୍ଷା ଦବୋ। ଆମ୍ଭେ ସମାନଙ୍କେୁ ଭଗ୍ନ କରିବା ନାହିଁ, ଆମ୍ଭେ ସମାନଙ୍କେୁ ନର୍ମାଣ କରିବା। ପୁଣି ଆମ୍ଭେ ସମାନଙ୍କେୁ ଉତ୍ପାଟନ କରିବା ନାହିଁ, ଆମ୍ଭେ ସମାନଙ୍କେୁ ରୋପଣ କରିବା।
7ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସମାନଙ୍କେୁ ଜଣାଇବା ପାଇଁ ମନ ଦବୋ। ତାହା ହେଲେ ସମାନେେ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ କାରଣ ସମାନେେ ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଫରେି ଆସିବେ।
8ମାତ୍ର ଯିହୁଦାର ରାଜା ସିଦିକିଯ ସହେି ଅତି ମନ୍ଦ ଡ଼ିମ୍ବିରି ଫଳ ସଦୃଶ। ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚଯ ସିଦିକିଯକୁ, ତାହାର ଅଧିପତିଗଣକୁ ଓ ୟିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶ ରେ ଅଛନ୍ତି, ସମାନଙ୍କେୁ ଓ ଯେଉଁମାନେ ମିଶର ଦେଶ ରେ ବାସ କରନ୍ତି, ସମାନଙ୍କେୁ ଆମ୍ଭେ ତ୍ଯାଗ କରିବା।
9ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।
10ସମାନେେ ସଇେ ଭୂମିରୁ ଉଚ୍ଛିନ୍ନ ହବୋ ପର୍ୟ୍ଯନ୍ତ ଆମ୍ଭେ ସମାନଙ୍କେ ବିପକ୍ଷ ରେ, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲି। ତହିଁରୁ ସମାନଙ୍କେୁ ଉଚ୍ଛନ୍ନ କରିବା।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme