Home ଯୋହନଲିଖିତ ସୁସମାଚାର 14 · ଓଡ଼ିଆ ବାଇବେଲ

ଯୋହନଲିଖିତ ସୁସମାଚାର

Chapter 14

ଓଡ଼ିଆ ବାଇବେଲ
1ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,
2ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।
3ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।
4ମୁଁ ଯେଉଁଠାକୁ ଯାଉଛି, ତୁମ୍ଭମାନେେ ସଠାେକୁ ୟିବାର ପଥ ଜାଣ।
5ଥୋମା କହିଲେ, ପ୍ରଭୁ, ଆପଣ କେଉଁଆଡେ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସଠାେକୁ ୟିବାର ପଥ ଆମ୍ଭେ ଜାଣିବୁ କିପରି?
6ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
7ତୁମ୍ଭେ ଯଦି ମାେତେ ପ୍ରକୃତ ରେ ଜାଣିଥାନ୍ତ, ତବେେ ପରମପିତାଙ୍କୁ ମଧ୍ଯ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।
8ଫିଲିପ୍ପ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦଖାେନ୍ତୁ। ଆମ୍ଭର ସତେିକି ଦରକାର।
9ଯୀଶୁ ଉତ୍ତର ଦେଲେ, ଫିଲିପ୍ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମାେତେ ଜାଣିବା ଉଚିତ। ମାେତେ ୟିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ଯ ଦେଖିଛି। ତେଣୁ ତୁମ୍ଭେ ମାେତେ କାହିଁକି କହୁଛ, 'ଆମ୍ଭକୁ ପରମପିତାଙ୍କୁ ଦଖାେଅ?'
10ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
11ମୁଁ ପରମପିତାଙ୍କଠା ରେ ଓ ପରମପିତା ମାେ'ଠା ରେ ଅଛନ୍ତି। ତୁମ୍ଭେ ମାରେ ଏହି କଥା ବିଶ୍ବାସ କର। କିମ୍ବା ମୁଁ ଯେଉଁ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରିଛି ସେଥିପାଇଁ ବିଶ୍ବାସ କର।
12ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।
13ତୁମ୍ଭେ ମାେ ନାମ ରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ବାରା ପୁତ୍ରଙ୍କ ମାଧ୍ଯମ ରେ ପରମପିତାଙ୍କ ଗୌରବ ପ୍ରକାଶିତ ହବେ।
14ମାେ' ନାମ ରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।
15 ମାେତେ ଯଦି ତୁମ୍ଭେ ପ୍ ରମେ କର, ତବେେ ମାରେ ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।
16ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାୟ୍ଯକାରୀଙ୍କୁ ଦବେେ। ସେ ସହେି ସାହାୟ୍ଯକାରୀଙ୍କୁ ତୁମ୍ଭ ପାଖ ରେ ସର୍ବଦା ରହିବା ପାଇଁ ଦବେେ।
17ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।
18ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡିୟିବି ନାହିଁ। ମୁଁ ତୁମ୍ଭ ପାଖକୁ ଫରେିଆସିବି।
19ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।
20ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।
21ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।
22ତା'ପରେ ୟିହୂଦା (ଈଷ୍କରିଯୋଥ ନୁହଁନ୍ତି) ତାହାଙ୍କୁ ପଚାରିଲେ, କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠା ରେ ନିଜକୁ ଦଖାଇବୋ ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦଖାେଉ ନାହାଁନ୍ତି।
23ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।
24କିନ୍ତୁ ଯେଉଁ ଲୋକ ମାେତେ ପ୍ ରମେ କରେ ନାହିଁ, ସେ ମାରେ ଉପଦେଶ ମାନେ ନାହିଁ। ମାଠାରୁେ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତ ରେ ମାରେ ନୁହେଁ। ଏହା ମାେତେ ପଠାଇ ଥିବା ପରମପିତାଙ୍କର।
25ମୁଁ ତୁମ୍ଭ ସହିତ ଥିବା ସମୟରେ ଏହି ସବୁ କଥା ତୁମ୍ଭମାନଙ୍କୁ କହିଛି।
26କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।
27ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
28ତୁମ୍ଭେ ମାରେ କଥା ଶୁଣିଛ ଯେ 'ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫରେିବି।' ଯଦି ତୁମ୍ଭେ ମାେତେ ପ୍ରକୃତ ରେ ପ୍ ରମେ କରୁଥାଅ, ତବେେ ମାେ ପାଇଁ ତୁମ୍ଭେ ଖୁସି ହବେ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମାଠାରୁେ ମହାନ୍।
29ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡିକ ବର୍ତ୍ତମାନ ଜଣାଇଦଲେି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ବାସ କରିବ।
30ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।
31କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme