Home ରୋମୀୟଙ୍କ ପ୍ରତି ପତ୍ର 14 · ଓଡ଼ିଆ ବାଇବେଲ

ରୋମୀୟଙ୍କ ପ୍ରତି ପତ୍ର

Chapter 14

ଓଡ଼ିଆ ବାଇବେଲ
1ଯେଉଁ ଲୋକର ବିଶ୍ବାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତ ରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସହେି ଲୋକର ଭିନ୍ନ ମତ ପାଇଁ, ତା ସହିତ ୟୁକ୍ତିତର୍କ କର ନାହିଁ।
2ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ବାସ କରିପା ରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ବାସ ଦୁର୍ବଳ, ସେ କବଳେ ଶାକାହାରୀ ଭୋଜନ ଖାଏ।
3ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇ ପା ରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସହେିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ବର ତାହାକୁ ଗ୍ରହଣ କରିଛନ୍ତି।
4ତୁମ୍ଭେ ଅନ୍ୟ ଲୋକର ଚ୍ଭାକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କବଳେ ଜାଣି ପା ରେ ଯେ ଚ୍ଭାକରଟି ଭଲ କି ମନ୍ଦ। ଏବଂ ପରମେଶ୍ବରଙ୍କ ସବେକ ମାନେ ଯୋଗ୍ଯ, କାରଣ ପରମେଶ୍ବର ସମାନଙ୍କେୁ ଯୋଗ୍ଯ ବିବଚେିତ କରିଛନ୍ତି।
5ଜଣେ ଲୋକ ବିଶ୍ବାସ କରିପା ରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡିକ ତୁଳନା ରେ ବିଶିଷ୍ଟ ଅଟେ। ସହେିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡିକ ସମାନ ମହତ୍ତ୍ବ ପ୍ରଦାନ କରିପା ରେ। ପ୍ରେତ୍ୟକକ ଲୋକ ନିଜର ବିଶ୍ବାସ ନଇେ ମନ ରେ ନିଶ୍ଚିତ ହବୋ ଉଚିତ।
6ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡିକ ତୁଳନା ରେ ବିଶଷେ ମହତ୍ତ୍ବ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯ ବାଦ ଜଣାଏ। ଯେଉଁ ଲୋକ କେତକେ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ, ଓ ତାହାଙ୍କୁ ଧନ୍ଯବାଦ ଜଣାଏ।
7ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୁତ୍ଯୁବରଣ କରୁ।
8ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ଯୁବରଣ କଲେ ମଧ୍ଯ ତାହାଙ୍କ ପାଇଁ ମୃତ୍ଯୁ ବରଣ କରୁ। ତା ହେଲେ ଜୀବିତ ରହୁ ବା ମୃତ୍ଯୁ ବରଣ କରୁ, ଆମ୍ଭେ ପରମେଶ୍ବରଙ୍କର ହିଁ ଅଟୁ।
9ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।
10ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।
11ଶାସ୍ତ୍ର ରେ ଲଖାେ ଅଛି:
12ଅତଏବ ପ୍ରେତ୍ୟକକ ଲୋକକୁ ପରମେଶ୍ବରଙ୍କ ସାମନା ରେ ନିଜ ଜୀବନର ହିସାବ ଦବୋକୁ ହବେ।
13ତା ହେଲେ ଆମ୍ଭେ ଏକା ରକେକୁ ଦୋଷ ଦବୋ ବନ୍ଦ କରିବା ଉଚିତ। ଆମ୍ଭେ ଏପରି ସଂକଳ୍ପ ନବୋ ଦରକାର, ଯେପରି ଆମ୍ଭର କାର୍ୟ୍ଯ ଦ୍ବାରା ନିଜ ଭାଇ କି ଭଉଣୀ ପାପରେ ପଡିବେ ନାହିଁ।
14ମୁଁ ପ୍ରଭୁ ଯୀଶୁଙ୍କଠା ରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ୟଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ବାସ କରେ, ସହେି ଖାଦ୍ୟ ତା ପାଇଁ ଅଶୁଚି ହୁଏ।
15ତାହାକୁ ସେ ଗ୍ରହଣ କରିବାଅନୁଚିତ। ତୁମ୍ଭ ଖାଦ୍ୟ ଦ୍ବାରା ତୁମ୍ଭେ ଯଦି ତୁମ୍ଭର ଭାଇ ବିଶ୍ବାସକୁ ଆଘାତ ଦେଉଛ, ତା ହେଲେ ତୁମ୍ଭେ ପ୍ରକୃତ ରେ ପ୍ ରମେ ଦ୍ବାରା ପରିଚ୍ଭାଳିତ ବ୍ଯକ୍ତି ଭଳି ବ୍ଯବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ବାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ଯ ପ୍ରାଣ ତ୍ଯାଗ କରିଥିଲେ।
16ତୁମ୍ଭ ଦ୍ବାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।
17ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।
18ଯେଉଁ ମାନେ ଖ୍ରୀଷ୍ଟଙ୍କ ସବୋ ରେ ରହି ଏହିପ୍ରକାର ଜୀବନଯାପନ କରୁଛନ୍ତି, ସମାନେେ ପରମେଶ୍ବରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ଯ ସହେି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
19ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।
20ଖାଦ୍ୟ ଯେପରି ପରମେଶ୍ବରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ଯ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍ , ଯଦି ତାହା ଅନ୍ୟ ଜଣକୁ ପାପରେ ପଡିୟିବାର କାରଣ ହାଇେଥାଏ।
21ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ବାରା, ପାପକର୍ମ କରିବାକୁ ବାଧ୍ଯ କରେ, ତା ହେଲେ ତୁମ୍ଭେ ମାଂସ ନଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।
22ନିଜର ଏହି ଭଳି ବିଶ୍ବାସଗୁଡିକୁ ପରମେଶ୍ବର ଓ ତୁମ୍ଭ ନିଜ ଭିତ ରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ବାସ କରୁଥିବା କର୍ମମାନ କଲା ବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସହେି ଲୋକ ବାସ୍ତବ ରେ ସୁଖୀ ଓ ଧନ୍ଯ।
23କିନ୍ତୁ ଯଦି ଜଣେ, ସେ ଠିକ କାମକରୁଛି ବୋଲି ନିଶ୍ଚିତ ଭାବରେ ନଜାଣି ଭୋଜନ କରେ, ତା' ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ବାସ ରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ ନୁହେଁ ବୋଲି ଜାଣିପାରି ମଧ୍ଯ କୌଣସି କାମ କରେ, ତା ହେଲେ ସେ ପାପ କରୁଛି।
Bible Study with Steffi App

Memorize verses with spaced repetition. Free, no ads, 15+ languages.

Download Free ↗

Choose Theme