Home Bibles Parallel ପ୍ରଥମ ବଂଶାବଳୀ 11:22

ପ୍ରଥମ ବଂଶାବଳୀ 11:22

Parallel verse

ଓଡ଼ିଆ ବାଇବେଲ · World English Bible

Change versions

ଓଡ଼ିଆ ବାଇବେଲ

ଯିହାୟୋଦାରଦରଙ୍କ ପୁତ୍ର ବନାଯ ଜଣେ ପରାକ୍ରମୀ ବ୍ଯକ୍ତିଙ୍କର ପୁତ୍ର ଥିଲେ। ସେ କବ ସେଲୀଯ ଲୋକ ଥିଲେ। ବନାଯ ସାହସୀ କାର୍ୟ୍ଯମାନ କଲେ। ବନାଯ ମାୟୋବ ଦେଶର ସର୍ବୋତ୍ତମ ଲୋକମାନଙ୍କ ମଧ୍ଯରୁ ଦୁଇଜଣକୁ ବଧ କଲେ। ଦିନେ, ତୁଷାରପାତ ହେଉଥିବା ସମୟରେ ବନାଯ ଭୂମି ମଧ୍ଯସ୍ଥ ଏକ ଗାତ ମଧିଅରେ ପଶି ଗୋଟିଏ ସିଂହକୁ ବଧ କଲେ।

World English Bible

Benaiah the son of Jehoiada, the son of a valiant man of Kabzeel, who had done mighty deeds, he killed the two sons of Ariel of Moab: he went down also and killed a lion in the midst of a pit in time of snow.

Choose Theme