Home Bibles Parallel କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:22

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:22

Parallel verse

ଓଡ଼ିଆ ବାଇବେଲ · World English Bible

Change versions

ଓଡ଼ିଆ ବାଇବେଲ

ତୁମ୍ଭମାନେେ ନିଜ ନିଜର ଘ ରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ମଣ୍ଡଳୀର ଯେପରି ଗୁରୁତ୍ବ ନାହିଁ, ଏହି କାର୍ୟ୍ଯରୁ ଜଣାପଡ଼େ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ'ଣ ବା କହିବି ? ଏହି କାମ ପାଇଁ କ'ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି ? ନା । ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।

World English Bible

What, don't you have houses to eat and to drink in? Or do you despise God's assembly, and put them to shame who don't have? What shall I tell you? Shall I praise you? In this I don't praise you.

Choose Theme