Home
Bibles
Bible Study with Steffi
Parallel ପ୍ରଥମ ରାଜାବଳୀ 19
Aa
Parallel ପ୍ରଥମ ରାଜାବଳୀ
Chapter 19
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଆହାବ୍ ଏଲିଯଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗ ରେ ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ହତ୍ଯା କରିଥିଲେ, ସେ ସମସ୍ତ ଈଷବଲକେୁ ଜଣାଇଲେ।
1
Ahab told Jezebel all that Elijah had done, and withal how he had slain all the prophets with the sword.
2
ତେଣୁ ଈଷବଲେ ଏଲିଯଙ୍କ ନିକଟକୁ ଦୁତ ପଠାଇଲେ, ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ଯା କରିବି, ଠିକ୍ ତୁମ୍ଭେ ସହେି ଭବିଷ୍ଯଦ୍ବକ୍ତାଙ୍କୁ ହତ୍ଯା କଲାପରି। ଯଦି ମୁଁ ତୁମ୍ଭକୁ ହତ୍ଯା ନ କରେ, ତବେେ ଦବେତାଗଣ ମାେତେ ଅଧିକ ଦଣ୍ତ ଦଇପୋରନ୍ତି।
2
Then Jezebel send a messenger to Elijah, saying, So let the gods do to me, and more also, if I don't make your life as the life of one of them by tomorrow about this time.
3
ଯେତବେେଳେ ଏଲିଯ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସବେକ ସହିତ ଯିହୁଦାର ବରେଶବୋକୁ ଗ୍ଭଲିଗଲେ ଓ ତାକୁ ସେ ସଠାେରେ ଛାଡିଲେ।
3
When he saw that, he arose, and went for his life, and came to Beersheba, which belongs to Judah, and left his servant there.
4
ଏଲିଯ ପ୍ରାନ୍ତର ଭିତ ରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳ ରେ ବସି ପଡିଲେ ଓ ନିଜର ମୃତ୍ଯୁ ପାଇଁ ପ୍ରାର୍ଥନା କରି କହିଲେ, ଏହା ୟଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମାରେ ପ୍ରାଣ ନିଅ, କାରଣ ମୁଁ ମାରେ ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।
4
But he himself went a day's journey into the wilderness, and came and sat down under a juniper tree: and he requested for himself that he might die, and said, It is enough; now, O Yahweh, take away my life; for I am not better than my fathers.
5
ତା'ପରେ ଏଲିଯ ସେ ରୋତମ ଗଛମୂଳ ରେ ନିଦ୍ରା ଗଲେ। ଏହାପରେ ଜଣେ ସ୍ବର୍ଗଦୂତ ଆସିଲେ ଓ ତାକୁ ସ୍ପର୍ଶ କରି କହିଲେ, ଉଠ! ଭୋଜନ କର।
5
He lay down and slept under a juniper tree; and, behold, an angel touched him, and said to him, Arise and eat.
6
ଅନନ୍ତର ଏଲିଯ ଦେଖିଲେ ତାଙ୍କର ମୁଣ୍ତ ପାଖ ରେ ଅଙ୍ଗାର ରେ ପକ୍ବ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶଯନ କଲେ।
6
He looked, and, behold, there was at his head a cake baked on the coals, and a jar of water. He ate and drink, and laid him down again.
7
ଏହାପରେ ସଦାପ୍ରଭୁଙ୍କ ଦୃତ ପୁନର୍ବାର ଦ୍ବିତୀୟଥର ଆସି ସ୍ପର୍ଶ କଲେ ଓ କହିଲେ, ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ୟାତ୍ରା ପାଇଁ ଶକ୍ତିଶାଳୀ ହବୋ ଦରକାର।
7
The angel of Yahweh came again the second time, and touched him, and said, Arise and eat, because the journey is too great for you.
8
ତେଣୁ ଏଲିଯ ଉଠି ଭୋଜନ ପାନ କଲେ। ସେ ଖାଦ୍ୟ ରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି ପରମେଶ୍ବରଙ୍କ ପର୍ବତ ହାରେବେ ପହଞ୍ଚିଲା ପର୍ୟ୍ଯନ୍ତ ଗ୍ଭଲି ଗ୍ଭଲି ଗଲେ।
8
He arose, and ate and drink, and went in the strength of that food forty days and forty nights to Horeb the Mount of God.
9
ସଠାେରେ ଏଲିଯ ଏକ ଗହ୍ବର ରେ ରାତ୍ରି ୟାପନ କଲେ।
9
He came there to a cave, and lodged there; and, behold, the word of Yahweh came to him, and he said to him, What are you doing here, Elijah?
10
ଏଲିଯ ଉତ୍ତର କଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।
10
He said, I have been very jealous for Yahweh, the God of hosts; for the children of Israel have forsaken your covenant, thrown down your altars, and slain your prophets with the sword: and I, even I only, am left; and they seek my life, to take it away.
11
ତା'ପରେ ସଦାପ୍ରଭୁ ଏଲିଯକୁ କହିଲେ, ୟାଅ, ପର୍ବତ ଉପରେ ମାେ ସମ୍ମୁଖ ରେ ଛିଡା ହୁଅ। ମୁଁ ତୁମ୍ଭ ପାଖ ଦଇେ ଅତିକ୍ରମ କରିବି। ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାଯୁ ସଦାପ୍ରଭୁଙ୍କ ସମ୍ମୁଖ ରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସହେି ବାଯୁ ରେ ନଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସହେି ଭୂମିକମ୍ପରେ ନଥିଲେ।
11
He said, Go forth, and stand on the mountain before Yahweh. Behold, Yahweh passed by, and a great and strong wind tore the mountains, and broke in pieces the rocks before Yahweh; but Yahweh was not in the wind: and after the wind an earthquake; but Yahweh was not in the earthquake:
12
ଭୂମିକମ୍ପ ପରେ ସଠାେରେ ଅଗ୍ନି ବ୍ଯାପିଲା, ମାତ୍ର ସଦାପ୍ରଭୁ ସହେି ଅଗ୍ନି ରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
12
and after the earthquake a fire; but Yahweh was not in the fire: and after the fire a still small voice.
13
ଯେତବେେଳେ ଏଲିଯ ସହେି ରବ ଶୁଣିଲେ, ସେ ନିଜ ବସ୍ତ୍ର ରେ ନିଜର ମୁଖକୁ ଆଚ୍ଛାଦନ କଲେ ଓ ଗହ୍ବରର ପ୍ରବେଶ ପଥ ନିକଟରେ ୟାଇ ଛିଡା ହେଲେ। ସହେିସ୍ବର କହିଲା, ହେ ଏଲିଯ, ତୁମ୍ଭେ ଏଠା ରେ କ'ଣ କରୁଛ?
13
It was so, when Elijah heard it, that he wrapped his face in his mantle, and went out, and stood in the entrance of the cave. Behold, there came a voice to him, and said, What are you doing here, Elijah?
14
ଏଲିଯ କହିଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ଦଇେ ତୁମ୍ଭକୁ ସବୋ କଲି ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିଯମ ଥିଲା ତାକୁ ଭଙ୍ଗ କଲେ। ସମାନେେ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ସମାନେେ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ଯଦ୍ବକ୍ତା ୟିଏ କି ଏ ପର୍ୟ୍ଯନ୍ତ ବଞ୍ଚିଛି। ବର୍ତ୍ତମାନ ସମାନେେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।
14
He said, I have been very jealous for Yahweh, the God of hosts; for the children of Israel have forsaken your covenant, thrown down your altars, and slain your prophets with the sword; and I, even I only, am left; and they seek my life, to take it away.
15
ତହୁଁ ସଦାପ୍ରଭୁ କହିଲେ, ତୁମ୍ଭେ ଦମ୍ମେଶକ ପ୍ରାନ୍ତରକୁ ୟାଇଥିବା ପଥରେ ଫରେିୟାଅ। ଦମ୍ମେଶକକୁ ୟାଅ ଓ ସଠାେରେ ହସାଯଲକେୁ ଅରାମର ସିଂହାସନ ରେ ଅଭିଷିକ୍ତ କର।
15
Yahweh said to him, Go, return on your way to the wilderness of Damascus: and when you come, you shall anoint Hazael to be king over Syria;
16
ଆଉ ନିମ୍ଶିର ପୁତ୍ର ଯହେୂକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କର। ଆଉ ଆବଲହେୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନ ରେ ଭବିଷ୍ଯଦ୍ବକ୍ତା ରୂପେ ଅଭିଷକେ କର।
16
and Jehu the son of Nimshi shall you anoint to be king over Israel; and Elisha the son of Shaphat of Abel Meholah shall you anoint to be prophet in your room.
17
ତହିଁରେ ଯେଉଁ ଲୋକ ହସାଯଲରେ ଖଡ୍ଗରୁ ବଞ୍ଚିବ ଯହେୂ ତାକୁ ବଧ କରିବ ଓ ଯେ ଯହେୂର ଖଡ୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।
17
It shall happen, that he who escapes from the sword of Hazael shall Jehu kill; and he who escapes from the sword of Jehu shall Elisha kill.
18
ମୁଁ ଇଶ୍ରାୟେଲ ରେ 7,000 ଜଣଙ୍କୁ ଛାଡି ଦବେି, ଯେଉଁମାନେ କବେେ ବାଲ୍ ଦବେତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସମାନେେ କବେେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।
18
Yet will I leave me seven thousand in Israel, all the knees which have not bowed to Baal, and every mouth which has not kissed him.
19
ସଠାରୁେ ଏଲିଯ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖାଜେିବାକୁ ଗଲେ। ଇଲିଶାଯ ବାରହଳ ବଳଦ ଆଗ ରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ବାଦଶ ହଳ ରେ ଥିଲେ। ଏଲିଯ ତାଙ୍କ ନିକଟକୁ ଗଲେ ଓ ଆପଣା କୋଟ୍କୁ ତା' ଉପରେ ପକାଇଲେ।
19
So he departed there, and found Elisha the son of Shaphat, who was plowing, with twelve yoke of oxen before him, and he with the twelfth: and Elijah passed over to him, and cast his mantle on him.
20
ତହିଁରେ ଇଲୀଶାୟ ବଳଦ ଛାଡି ଏଲିଯଙ୍କ ପେଛ ପେଛ ଦୌଡି କହିଲେ, ମୁଁ ତୁମ୍ଭକୁ ବିନଯ କରୁଛି, ମାେ ପିତା ମାତାଙ୍କୁ ଚୁମ୍ବନ କରିବାକୁ ମାେତେ ଅନୁମତି ଦିଅନ୍ତୁ। ତା'ପରେ ମୁଁ ବିଦାଯ ନଇେ ତୁମ୍ଭ ପେଛ ପେଛ ୟିବି।
20
He left the oxen, and ran after Elijah, and said, Let me, I pray you, kiss my father and my mother, and then I will follow you. He said to him, Go back again; for what have I done to you?
21
ତା'ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନଇେ ବଧ କଲେ ଓ ୟୁଆଳି କାଠ ରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା'ପରେ ସେ ଏଲିଯଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାୟ୍ଯ କାରୀ ହେଲେ।
21
He returned from following him, and took the yoke of oxen, and killed them, and boiled their flesh with the instruments of the oxen, and gave to the people, and they ate. Then he arose, and went after Elijah, and ministered to him.
Choose Theme