Home Bibles ☰ Books Parallel ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:5

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:5

Parallel verse

ଓଡ଼ିଆ ବାଇବେଲ · World English Bible

Change versions

ଓଡ଼ିଆ ବାଇବେଲ

ତୁମ୍ଭମାନେେ ଜାଣିଛ ଯେ, କବେେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଚାହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ବାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ବର ଜାଣନ୍ତି ଯେ, ଏହା ସତ୍ଯ।

World English Bible

For neither were we at any time found using words of flattery, as you know, nor a cloak of covetousness (God is witness),

Choose Theme