ଦିତୀୟ ବଂଶାବଳୀ 29:36
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ପରମେଶ୍ବର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷଯ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିଯ ଓ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସମାନେେ ଆନନ୍ଦିତ ଥିଲେ।
World English Bible
Hezekiah rejoiced, and all the people, because of that which God had prepared for the people: for the thing was done suddenly.