ଦିତୀୟ ବଂଶାବଳୀ 6:33
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତବେେ ତୁମ୍ଭେ ଯେଉଁ ସ୍ବର୍ଗ ରେ ବାସ କର, ସଠାରୁେ ଥାଉ, ସହେି ବିଦେଶୀ ବ୍ଯକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନା ରେ ଉତ୍ତର ଦିଅ। ତବେେ ତୁମ୍ଭର ଲୋକ ଇଶ୍ରାୟେଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସହେିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମ ରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।
World English Bible
then hear from heaven, even from your dwelling-place, and do according to all that the foreigner calls to you for; that all the peoples of the earth may know your name, and fear you, as does your people Israel, and that they may know that this house which I have built is called by your name.