Home Bibles Parallel ଦିତୀୟ ଶାମୁୟେଲ 2:21

ଦିତୀୟ ଶାମୁୟେଲ 2:21

Parallel verse

ଓଡ଼ିଆ ବାଇବେଲ · World English Bible

Change versions

ଓଡ଼ିଆ ବାଇବେଲ

ଅସା ହେଲକକ୍ସ୍ଟ ହତ୍ଯା କରିବା ପାଇଁ ଅବନର ଗ୍ଭହକ୍ସ୍ଟଁ ନ ଥିଲେ। ତେଣୁ ଅବନର ଅସା ହେଲକକ୍ସ୍ଟ କହିଲେ, ମାେ ପଛ ରେ ଦୌଡିବା ବନ୍ଦ କର। ତୁମ୍ଭେ ଅନ୍ୟ ଜଣକ ପଛ ରେ ଦୌଡ଼ନ୍ତି, ତାଠାରକ୍ସ୍ଟ ତୁମ୍ଭେ ସହଜ ରେ ସାଂଜକ୍ସ୍ଟ ଛଡାଇ ତକ୍ସ୍ଟମ୍ଭ ପାଇଁ ଆଣିପାରିବ। କିନ୍ତୁ ଅସା ହେଲ ମନା କଲେ ଓ ଅବ୍ନର ପଛ ରେ ଗୋଡ଼ାଇଲେ।

World English Bible

Abner said to him, Turn you aside to your right hand or to your left, and lay you hold on one of the young men, and take you his armor. But Asahel would not turn aside from following him.

Choose Theme