Home
Bibles
Bible Study with Steffi
Parallel ରେରିତମାନଙ୍କ କାର୍ଯ୍ୟର ବିବରଣ 21
Aa
Parallel ରେରିତମାନଙ୍କ କାର୍ଯ୍ୟର ବିବରଣ
Chapter 21
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଆମ୍ଭମାନେେ ସମାନଙ୍କେଠାରୁ ବିଦାୟ ନଲେୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ବୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସଠାରୁେ ରୋଦା ଉପଦ୍ବୀପକୁ ଆସିଲୁ। ପୁଣି ସଠାରୁେ ଆମ୍ଭେ ପାତାରା ରେ ପହଞ୍ଚିଲୁ।
1
When it happened that we had parted from them and had set sail, we came with a straight course to Cos, and the next day to Rhodes, and from there to Patara.
2
ପାତାରା ରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥି ରେ ଚ଼ଢ଼ିଲୁ ଓ ଯାତ୍ରା କଲୁ।
2
Having found a ship crossing over to Phoenicia, we went aboard, and set sail.
3
ଆମ୍ଭେ ଯାଇ କୁପ୍ର ଉପଦ୍ବୀପ ପାଖ ରେ ପହଞ୍ଚି ତାର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗର ରେ ଓହ୍ଲଇେଲୁ, କାରଣ ସଠାେରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।
3
When we had come in sight of Cyprus, leaving it on the left hand, we sailed to Syria, and landed at Tyre, for there the ship was to unload her cargo.
4
ଆମ୍ଭେ ସଠାେରେ ଯୀଶୁଙ୍କର କେତକେ ଶିଷ୍ଯମାନଙ୍କୁ ଦେଖିଲୁ। ସମାନଙ୍କେ ସହିତ ସାତ ଦିନ ପର୍ୟ୍ଯନ୍ତ ରହିଲୁ। ସମାନେେ ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଲଙ୍କୁ ୟିରୁଶାଲମ ନୟିବା ପାଇଁ ଚେ଼ତାବନୀ ଦେଲେ।
4
Having found disciples, we stayed there seven days. These said to Paul through the Spirit, that he should not go up to Jerusalem.
5
ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।
5
When it happened that we had accomplished the days, we departed and went on our journey. They all, with wives and children, brought us on our way until we were out of the city. Kneeling down on the beach, we prayed.
6
ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନଇେ ଜାହାଜ ରେ ଚ଼ଢ଼ିଲୁ। ଶିଷ୍ଯମାନେ ନିଜ ନିଜ ଘରକୁ ଫରେିଗଲେ।
6
After saying goodbye to each other, we went on board the ship, and they returned home again.
7
ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ ଯାତ୍ରା ଆରମ୍ଭ କଲୁ ଓ ପତଲମାଇ ରେ ପହଞ୍ଚିଲୁ। ସଠାେରେ ଭାଇମାନଙ୍କୁ ଅଭିନନ୍ଦନ ଜଣଇେ ସମାନଙ୍କେ ସହିତ ଗୋଟିଏ ଦିନ ରହିଲୁ।
7
When we had finished the voyage from Tyre, we arrived at Ptolemais. We greeted the brothers, and stayed with them one day.
8
ଆମ୍ଭେ ତହିଁ ଆରଦିନ କାଇସରୀଆ ନଗର ରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଚ଼ାର ପ୍ରଚ଼ାରକ ଫିଲିପ୍ପଙ୍କ ଘ ରେ ପ୍ରବେଶ କଲୁ। ସେ ସାତ ଜଣ ବିଶଷେ ସବେକମାନଙ୍କ ମଧ୍ଯରୁ ଜଣେ ଥିଲେ। ଆମ୍ଭମାନେେ ତାହାଙ୍କ ସହିତ ରହିଲୁ।
8
On the next day, we, who were Paul's companions, departed, and came to Caesarea. We entered into the house of Philip the evangelist, who was one of the seven, and stayed with him.
9
ତାହାଙ୍କର ଚ଼ା ରୋଟି ଅବିବାହିତା ଝିଅ ଥିଲେ। ସମାନେେ ଭାବବାଦିନୀ ଥିଲେ।
9
Now this man had four virgin daughters who prophesied.
10
ସଠାେରେ ଆମ୍ଭେ ବହୁତ ଦିନ ରହିଲା ପରେ ୟିହୂଦା ଦେଶରୁ ଆଗାବ ନାମ ରେ ଜଣେ ଭବିଷ୍ଯଦ୍ବକ୍ତା ଆସି ପହନ୍ଚିଲେ।
10
As we stayed there some days, a certain prophet named Agabus came down from Judea.
11
ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନଇେ ନିଜ ହାତ ଗୋଡ ବାନ୍ଧି ପକାଇଲେ ଓ କହିଲେ, ପବିତ୍ର ଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, 'ତାହାଙ୍କୁ ୟିରୁଶାଲମ ରେ ଯିହୂଦୀମାନେ ଏହିପରି ବାନ୍ଧି ପକାଇବେ। ସମାନେେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତ ରେ ସମର୍ପଣ କରିବେ।'
11
Coming to us, and taking Paul's belt, he bound his own feet and hands, and said, "Thus says the Holy Spirit: 'So will the Jews at Jerusalem bind the man who owns this belt, and will deliver him into the hands of the Gentiles.'"
12
ଆମ୍ଭମାନେେ ଓ ଅନ୍ୟ ବିଶ୍ବାସୀମାନେ ଏହି କଥା ଶୁଣି ପାଉଲଙ୍କୁ ୟିରୂଶାଲମ ନୟିବା ପାଇଁ ବହୂତ ଅନୁ ରୋଧ କଲୁ।
12
When we heard these things, both we and they of that place begged him not to go up to Jerusalem.
13
କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।
13
Then Paul answered, "What are you doing, weeping and breaking my heart? For I am ready not only to be bound, but also to die at Jerusalem for the name of the Lord Jesus."
14
ସେ ଆମ୍ଭ କଥା ରେ ପ୍ରଭାବିତ ନ ହବୋରୁ ଆମ୍ଭମାନେେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।
14
When he would not be persuaded, we ceased, saying, "The Lord's will be done."
15
ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ୟିରୂଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ।
15
After these days we took up our baggage and went up to Jerusalem.
16
କାଇସରୀଆ ରେ ଥିବା ଯୀଶୁଙ୍କ କେତକେ ଶିଷ୍ଯ ଆମ୍ଭ ସହିତ ଆସିଲେ। ସମାନେେ ଆମ୍ଭକୁ କୁପ୍ର ଉପଦ୍ବୀପର ମନାସୋନ (ୟିଏ କି ଯୀଶୁଙ୍କ ପ୍ରଥମ ଶିଷ୍ଯମାନଙ୍କ ମଧିଅରେ ଜଣେ) ନାମକ ଜଣେ ଶିଷ୍ଯଙ୍କ ଘରକୁ ନଇଗେଲେ। ସଠାେରେ ଆମ୍ଭେ ରାତି କଟାଇବା କଥା ଥିଲା।
16
Some of the disciples from Caesarea also went with us, bringing one Mnason of Cyprus, an early disciple, with whom we would stay.
17
ଆମ୍ଭମାନେେ ୟିରୂଶାଲମ ରେ ପହଞ୍ଚିବା ମାତ୍ ରେ ଆମ୍ଭକୁ ଭାଇମାନେ ଖୁସି ରେ ସ୍ବାଗତ ଜଣାଇଲେ।
17
When we had come to Jerusalem, the brothers received us gladly.
18
ତା' ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗ ରେ ଯାକୁବଙ୍କୁ ଭଟେିବାକୁ ଗଲେ। ସବୁ ପ୍ରାଚ଼ୀନ ଲୋକମାନେ ସମସ୍ତେ ସଠାେରେ ଉପସ୍ଥିତ ଥିଲେ।
18
The day following, Paul went in with us to James; and all the elders were present.
19
ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।
19
When he had greeted them, he reported one by one the things which God had worked among the Gentiles through his ministry.
20
ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।
20
They, when they heard it, glorified God. They said to him, "You see, brother, how many thousands there are among the Jews of those who have believed, and they are all zealous for the law.
21
ସମାନେେ ତୁମ୍ଭ ବିଷୟ ରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶ ରେ ରହୁଥିବା ଯିହୂଦୀମାନଙ୍କୁ, ମାଶାଙ୍କେର ବ୍ଯବସ୍ଥା ତ୍ଯାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସମାନଙ୍କେୁ ସମାନଙ୍କେର ପିଲାମାନଙ୍କର ସନ୍ନତ ନ କରିବାପାଇଁ ଓ ୟିହୁଦୀ ରୀତିନୀତି ଗୁଡିକୁ ନ ମାନିବା ପାଇଁ ଶିକ୍ଷା ଦଇେଛ।
21
They have been informed about you, that you teach all the Jews who are among the Gentiles to forsake Moses, telling them not to circumcise their children neither to walk after the customs.
22
ତେଣୁ ଆମ୍ଭକୁ କ'ଣ କରିବା ଉଚ଼ିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସମାନେେ ନିଶ୍ଚୟ ଶୁଣିବାକୁ ପାଇବେ।
22
What then? The assembly must certainly meet, for they will hear that you have come.
23
ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖ ରେ ପରମେଶ୍ବରଙ୍କ ଠା ରେ ମାନତ କରିଥିବାର ଚ଼ାରି ଜଣ ଲୋକ ଅଛନ୍ତି।
23
Therefore do what we tell you. We have four men who have taken a vow.
24
ମ୍ଭେ ସମାନଙ୍କେୁ ସାଙ୍ଗ ରେ ନଇେ ସମାନଙ୍କେ ସହିତ ଆପଣାକୁ ଶୁଚି କରି ଓ ତୁମ୍ଭେ ସମାନଙ୍କେର ମୁଣ୍ଡ ଲଣ୍ଡା ହବୋପାଇଁ ଖର୍ଚ୍ଚ ଦିଅ। ଏହା ଦ୍ବାରା ସମସ୍ତେ ଭାବିବେ ଯେ, ସମାନେେ ତୁମ୍ଭ ବିଷୟ ରେ ଯାହା ସବୁ ଶୁଣିଛନ୍ତି ତାହା ମିଥ୍ଯା। ସମାନେେ ଦେଖିବେ ଯେ, ତୁମ୍ଭେ ନିଜ ଜୀବନ ରେ ମାଶାଙ୍କେ ବ୍ଯବସ୍ଥା ମାନି ଚ଼ଳୁଛ।
24
Take them, and purify yourself with them, and pay their expenses for them, that they may shave their heads. Then all will know that there is no truth in the things that they have been informed about you, but that you yourself also walk keeping the law.
25
ଆମ୍ଭେ ଅଣଯିହୂଦୀ ବିଶ୍ବାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସମାନଙ୍କେୁ ଲେଖିସାରିଛୁ:
25
But concerning the Gentiles who believe, we have written our decision that they should observe no such thing, except that they should keep themselves from food offered to idols, from blood, from strangled things, and from sexual immorality."
26
ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।
26
Then Paul took the men, and the next day, purified himself and went with them into the temple, declaring the fulfillment of the days of purification, until the offering was offered for every one of them.
27
ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।
27
When the seven days were almost completed, the Jews from Asia, when they saw him in the temple, stirred up all the multitude and laid hands on him,
28
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
28
crying out, "Men of Israel, help! This is the man who teaches all men everywhere against the people, and the law, and this place. Moreover, he also brought Greeks into the temple, and has defiled this holy place!"
29
ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
29
For they had seen Trophimus, the Ephesian, with him in the city, and they supposed that Paul had brought him into the temple.
30
ପୁରା ନଗରଟା ରେ ଉତ୍ତଜେନା ସୃଷ୍ଟି ହାଇଗେଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନଇେ ଗଲେ। ସଙ୍ଗେ ସଙ୍ଗେ ଦ୍ବାର ଗୁଡ଼ିକ ବନ୍ଦ ହାଇଗେଲା।
30
All the city was moved, and the people ran together. They seized Paul and dragged him out of the temple. Immediately the doors were shut.
31
ଲୋକମାନେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିବା ସମୟରେ ରୋମୀୟ ସନୋପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ୟିରୂଶାଲମ ରେ ଉତ୍ତଜେନା ଖଳେି ଯାଇଛି।
31
As they were trying to kill him, news came up to the commanding officer of the regiment that all Jerusalem was in an uproar.
32
ସେ ସଙ୍ଗେ ସଙ୍ଗେ କେତକେ ସୈନ୍ଯ ଓ ଅଧିକାରୀମାନଙ୍କ ସହିତ ଆସି ପହନ୍ଚିଲେ। ସେ ପାଉଲଙ୍କୁ ହତ୍ଯା କରିବାକୁ ଉଦ୍ଯମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସମାନେେ ସନୋପତି ଓ ସୈନ୍ଯସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।
32
Immediately he took soldiers and centurions, and ran down to them. They, when they saw the chief captain and the soldiers, stopped beating Paul.
33
ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।
33
Then the commanding officer came near, arrested him, commanded him to be bound with two chains, and inquired who he was and what he had done.
34
ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।
34
Some shouted one thing, and some another, among the crowd. When he couldn't find out the truth because of the noise, he commanded him to be brought into the barracks.
35
ଲୋକମାନେ ଅତ୍ଯନ୍ତ ହିଂସ୍ରକ ହାଇେ ଉଠିବାରୁ ପାହାଚ଼ ନିକଟରେ ସୈନିକମାନେ ପାଉଲଙ୍କୁ ଟକେି ନଇଗେଲେ।
35
When he came to the stairs, it happened that he was carried by the soldiers because of the violence of the crowd;
36
ତଥାପି ଲୋକସମୂହ ତାହାଙ୍କ ପଛ ରେ ଯାଉ ଯାଉ ପାଟି କଲେ, ତାହାଙ୍କୁ ହତ୍ଯାକର।
36
for the multitude of the people followed after, crying out, "Away with him!"
37
ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?
37
As Paul was about to be brought into the barracks, he asked the commanding officer, "May I speak to you?" He said, "Do you know Greek?
38
ତବେେ ତୁମ୍ଭେ କ'ଣ ସେ ମିଶରୀୟ ଲୋକ ନୁହଁ, ୟିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧ ରେ ବିଦ୍ରୋହ କରିଥିଲା ଓ ଚ଼ାରି ହଜାର ଆତଙ୍କବାଦୀଙ୍କୁ ନଇେ ମରୁଭୂମିକୁ ଚ଼ାଲିଯାଇଥିଲା।
38
Aren't you then the Egyptian, who before these days stirred up to sedition and led out into the wilderness the four thousand men of the Assassins?"
39
ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।
39
But Paul said, "I am a Jew, from Tarsus in Cilicia, a citizen of no insignificant city. I beg you, allow me to speak to the people."
40
ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।
40
When he had given him permission, Paul, standing on the stairs, beckoned with his hand to the people. When there was a great silence, he spoke to them in the Hebrew language, saying,
Choose Theme