Home Bibles ☰ Books Parallel ରେରିତମାନଙ୍କ କାର୍ଯ୍ୟର ବିବରଣ 9:2

ରେରିତମାନଙ୍କ କାର୍ଯ୍ୟର ବିବରଣ 9:2

Parallel verse

ଓଡ଼ିଆ ବାଇବେଲ · World English Bible

Change versions

ଓଡ଼ିଆ ବାଇବେଲ

ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।

World English Bible

and asked for letters from him to the synagogues of Damascus, that if he found any who were of the Way, whether men or women, he might bring them bound to Jerusalem.

Choose Theme