ଦାନିଏଲ 5:10
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତା'ପ ରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, ହେ ରାଜୀ, ଦୀର୍ଘଜୀବି ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉଦ୍ବିଗ୍ନ ନକରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।
World English Bible
Now the queen by reason of the words of the king and his lords came into the banquet house: the queen spoke and said, O king, live forever; don't let your thoughts trouble you, nor let your face be changed.