ଦାନିଏଲ 5:3
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତାଙ୍କର ଲୋକମାନେ ୟିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ବରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହାଇେଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ଯ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସହେି ପାତ୍ର ରେ ପାନ କଲେ।
World English Bible
Then they brought the golden vessels that were taken out of the temple of the house of God which was at Jerusalem; and the king and his lords, his wives and his concubines, drank from them.