ଦାନିଏଲ 9:6
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତୁମ୍ଭର ଭବିଷ୍ଯଦ୍ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରିନାହୁଁ। ସମାନେେ ଆମ୍ଭର ରାଜାମାନଙ୍କୁ ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇଶ୍ରାୟେଲକୁ ତୁମ୍ଭର ନାମ ରେ କହିଥିଲେ।
World English Bible
neither have we listened to your servants the prophets, who spoke in your name to our kings, our princes, and our fathers, and to all the people of the land.