Home
Bibles
Bible Study with Steffi
Parallel ଉପଦେଶକ 3
Aa
Parallel ଉପଦେଶକ
Chapter 3
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।
1
For everything there is a season, and a time for every purpose under heaven:
2
ଜନ୍ମ ହବୋର ଏକ ସମୟ ଅଛି, ଏବଂ ମରିବ ପାଇଁ ମଧ୍ଯ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି। ବୃକ୍ଷ ଉପାଡ଼ିବା ପାଇଁ ମଧ୍ଯ ଏକ ସମୟ ଅଛି।
2
A time to be born, And a time to die; A time to plant, And a time to pluck up that which is planted;
3
ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।
3
A time to kill, And a time to heal; A time to break down, And a time to build up;
4
କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।
4
A time to weep, And a time to laugh; A time to mourn, And a time to dance;
5
ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ଯ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହବୋର ମଧ୍ଯ ସମୟ ଅଛି।
5
A time to cast away stones, And a time to gather stones together; A time to embrace, And a time to refrain from embracing;
6
ଅନ୍ବଷେଣ କରିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି।ରଖିବାର ସମୟ ଅଛି ଓ ପକାଇବାର ମଧ୍ଯ ସମୟ ଅଛି।
6
A time to seek, And a time to lose; A time to keep, And a time to cast away;
7
ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।
7
A time to tear, And a time to sew; A time to keep silence, And a time to speak;
8
ପ୍ ରମେ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ଯ ସମୟ ଅଛି। ୟୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ଯ ସମୟ ଅଛି।
8
A time to love, And a time to hate; A time for war, And a time for peace.
9
ଜଣେ ବ୍ଯକ୍ତି ତା'ର ସମସ୍ତ ପରିଶ୍ରମରୁ କ'ଣ ଲାଭ ପାଏ?
9
What profit has he who works in that in which he labors?
10
ମୁଁ ଦେଖିଲି, ସମସ୍ତ କଠିନ କାର୍ୟ୍ଯ ପରମେଶ୍ବର ଆମ୍ଭମାନଙ୍କୁ କରିବାକୁ ଦଇେଥିଲେ।
10
I have seen the burden which God has given to the sons of men to be afflicted with.
11
ପରମେଶ୍ବର ଏହା ଠିକ୍ ସମୟରେ ପ୍ରେତ୍ୟକକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ଯ ଲୋକମାନଙ୍କ ମନ ରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସମାନେେ କବେେ ହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରେତ୍ୟକକ ଜିନିଷ ପରମେଶ୍ବର କରିଅଛନ୍ତି।
11
He has made everything beautiful in its time. He has also set eternity in their hearts, yet so that man can't find out the work that God has done from the beginning even to the end.
12
ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ୟ୍ଯନ୍ତ ସମାନେେ ଖୁସି ରହିବା ଓ ସମାନେେ ନିଜକୁ ଉପ ଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।
12
I know that there is nothing better for them than to rejoice, and to do good as long as they live.
13
ଯଦି ଜଣେ ବ୍ଯକ୍ତି ଖାଦ୍ୟ, ପାନୀଯ ଓ ଉତ୍ତମ ଦ୍ରବ୍ଯ ତା ପରିଶ୍ରମ ବଳ ରେ ଉପ ଭୋଗ କରିପାରିଲା, ତବେେ ତାହା ପରମେଶ୍ବରଙ୍କଠାରୁ ଉପହାର।
13
Also that every man should eat and drink, and enjoy good in all his labor, is the gift of God.
14
ମୁଁ ଜାଣେ ଯେ, ପରମେଶ୍ବର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାଯୀ, ତାହା ବୃଦ୍ଧି ବା ହ୍ରାସ କରାୟାଇ ନ ପା ରେ। ପରମେଶ୍ବର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦବେେ।
14
I know that whatever God does, it shall be forever. Nothing can be added to it, nor anything taken from it; and God has done it, that men should fear before him.
15
ଯାହାସବୁ ଏଠା ରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ବର ସେସବୁ ଜିନିଷ ଖାଜେନ୍ତି ତାହା ଅତୀତ ହାଇେଛି।
15
That which is has been long ago, and that which is to be has been long ago: and God seeks again that which is passed away.
16
ପୁଣି ଥରେ ମୁଁ ସୂର୍ୟ୍ଯ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ଯାଯ ସ୍ଥାନ ରେ, ଦୁଷ୍ଟତା ସଠାେ ରେ ଥିଲା, ଏବଂ ଯେଉଁଠା ରେ ଧାର୍ମିକତା ରହିବା ଉଚିତ୍ ଥିଲା, ସଠାେ ରେ ଜଣେ ଦୁରାଚାର ଥିଲା।
16
Moreover I saw under the sun, in the place of justice, that wickedness was there; and in the place of righteousness, that wickedness was there.
17
ମୁଁ ମନେ ମନେ କହିଲି: ପରମେଶ୍ବର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ। କାରଣ ପ୍ରେତ୍ୟକକ କାର୍ୟ୍ଯ ପାଇଁ ସମୟ ଅଛି।
17
I said in my heart, "God will judge the righteous and the wicked; for there is a time there for every purpose and for every work."
18
ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷଯ ରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, ପରମେଶ୍ବର ସମାନଙ୍କେୁ ଦଖାଇେ ଦବୋକୁ ଚାହାନ୍ତି ଯେ, ସମାନେେ ପଶୁ ତୁଲ୍ଯ।
18
I said in my heart, "As for the sons of men, God tests them, so that they may see that they themselves are like animals.
19
ଜଣେ ମନୁଷ୍ଯ ପଶୁଠାରୁ କ'ଣ ଉତ୍ତମ? ନାଁ ! କାହିଁକି? କାରଣ ମନୁଷ୍ଯ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ଯ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ପ୍ରାଣ ବାଯୁ ଏକାପରି। କ'ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ଯ ମଧିଅରେ କୌଣସି ଉନ୍ନତି ଅଛି କି ? ପ୍ରେତ୍ୟକକ ଜିନିଷ ଅବଶ୍ଯ ଅର୍ଥହୀନ।
19
For that which happens to the sons of men happens to animals. Even one thing happens to them. As the one dies, so the other dies. Yes, they have all one breath; and man has no advantage over the animals: for all is vanity.
20
ମୃତ ମନୁଷ୍ଯ ଓ ପଶୁର ଶରୀର ଏକା ପ୍ରକାର ରେ ବିନାଶ ହୁଏ। ସମାନେେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀ ରେ ମିଶିଗଲେ।
20
All go to one place. All are from the dust, and all turn to dust again.
21
ମନୁଷ୍ଯର ଆତ୍ମା ସ୍ବର୍ଗଗାମୀ ଓ ପଶୁର ଆତ୍ମା ନର୍କଗାମୀ ହୁଏ, କିଏ ଏ ବିଷଯ ରେ କହି ପାରିବ।
21
Who knows the spirit of man, whether it goes upward, and the spirit of the animal, whether it goes downward to the earth?"
22
ସେଥିପାଇଁ ମୁଁ ଦେଖିଲି ଯେ, କବଳେ ନିଜ ସ୍ବକର୍ମ ରେ ଆନନ୍ଦ କରିବା ବ୍ଯତୀତ ମନୁଷ୍ଯ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହାହିଁ ତା'ର ଅଧିକାର। ଆଉ ଏହାପ ରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫରୋଇ ଆଣିପାରିବ?
22
Therefore I saw that there is nothing better, than that a man should rejoice in his works; for that is his portion: for who can bring him to see what will be after him?
Choose Theme