Home
Bibles
Bible Study with Steffi
Parallel ଉପଦେଶକ 7
Aa
Parallel ଉପଦେଶକ
Chapter 7
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ବହୁମୂଲ୍ଯ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଅଟେ। ବ୍ଯକ୍ତିର ଜନ୍ମ ଦିନ ଅପେକ୍ଷା ମୃତ୍ଯୁର ଦିନ ୟଥେଷ୍ଟ ଭଲ ଅଟେ।
1
A good name is better than fine perfume; and the day of death better than the day of one's birth.
2
ଭୋଜିକୁ ୟିବା ଅପେକ୍ଷା ଶବଦାହକୁ ୟିବା ଭଲ। କାରଣ ତାହା ସମୁଦାଯ ମନୁଷ୍ଯର ଶଷଗେତି ଅଟେ ଓ ଜୀବିତ ଲୋକ ତହିଁରେ ମନୋୟୋଗ କରିବା ଉଚିତ୍।
2
It is better to go to the house of mourning than to go to the house of feasting: for that is the end of all men, and the living should take this to heart.
3
ସୁଖଠାରୁ ଦୁଃଖ ଭଲ କାରଣ ଏକ ଦୁଃଖ ଅନୁଭୂତି ମୂଲ୍ଯବାନ ଶିକ୍ଷା ଦିଏ।
3
Sorrow is better than laughter; for by the sadness of the face the heart is made good.
4
ଜ୍ଞାନୀମାନଙ୍କ ହୃଦଯ ଚିତାଗ୍ନି ରେ। ମାତ୍ର ମୂର୍ଖମାନଙ୍କ ହୃଦଯ ଭୋଜି ରେ ଥାଏ।
4
The heart of the wise is in the house of mourning; but the heart of fools is in the house of mirth.
5
ଜଣେ ମୂର୍ଖର ଗୀତ ଶୁଣିବାଠାରୁ ଜଣେ ଜ୍ଞାନୀ ଲୋକଙ୍କଠାରୁ ଭର୍ତ୍ସନା ଶୁଣିବା, ଭଲ।
5
It is better to hear the rebuke of the wise, than for a man to hear the song of fools.
6
ହାଣ୍ଡିତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି ମୂର୍ଖର ହାସ୍ଯ ସହେିପରି, ଏହା ମଧ୍ଯ ଅର୍ଥହୀନ।
6
For as the crackling of thorns under a pot, so is the laughter of the fool. This also is vanity.
7
ଅରାଜକତା ଜ୍ଞାନୀ ଲୋକମାନଙ୍କୁ ବୋକା କରିଦିଏ, ଲାଞ୍ଚ ବିବକେ ନଷ୍ଟ କରେ।
7
Surely extortion makes the wise man foolish; and a bribe destroys the understanding.
8
ବିଷଯର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ। ଗୋଟିଏ ଜରାଗ୍ରସ୍ଥ ଆତ୍ମା ଏକ ଗର୍ବୀ ଆତ୍ମାଠାରୁ ଭଲ।
8
Better is the end of a thing than its beginning. The patient in spirit is better than the proud in spirit.
9
ଶୀଘ୍ର କୋରଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦଯ ହରେ କୋରଧ ବାସ କରେ।
9
Don't be hasty in your spirit to be angry, for anger rests in the bosom of fools.
10
ପଚାର ନାହିଁ, କାହିଁକି ବର୍ତ୍ତମାନଠାରୁ 'ଅତୀତ' ଭଲ ଥିଲା? ଯଦି ତୁମ୍ଭେ ଜ୍ଞାନୀ ହାଇେଥିବ ଏହା ପଚାରିବ ନାହିଁ।
10
Don't say, "Why were the former days better than these?" For you do not ask wisely about this.
11
ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣ ରେ ଲାଭ ଦଇେଥାଏ।
11
Wisdom is as good as an inheritance. Yes, it is more excellent for those who see the sun.
12
କାରଣ ଧନ ଯେପରି ଆଶ୍ରଯ ସ୍ବରୂପ, ଜ୍ଞାନ ହିଁ ସହେିପରି ଆଶ୍ରଯ ସ୍ବରୂପ ଅଟେ। ଜ୍ଞାନ ଥିବାର ଲାଭ ଏହି ଯେ, ଯେଉଁମାନଙ୍କର ଜ୍ଞାନ ଅଛି ସମାନଙ୍କେର ଜୀବନକୁ ଏହା ସୁରକ୍ଷା କରେ।
12
For wisdom is a defense, even as money is a defense; but the excellency of knowledge is that wisdom preserves the life of him who has it.
13
ପରମେଶ୍ବରଙ୍କ କାର୍ୟ୍ଯକୁ ଅନୁଧ୍ଯାନ କର। କାରଣ ସେ ଯାହା ବକ୍ର କରନ୍ତି, ତାକୁ କହେି ଠିକ୍ କରିପାରିବ ନାହିଁ।
13
Consider the work of God, for who can make that straight, which he has made crooked?
14
ଖୁସି ହୁଅ ଯେତବେେଳେ ତୁମ୍ଭ ପାଖ ରେ ସମ୍ପତ୍ତି ଅଛି କିନ୍ତୁ ଯେତବେେଳେ ତୁମ୍ଭେ ଦୁଃଖ ଅନୁଧ୍ଯାନ କର ପରମେଶ୍ବର ଆମ୍ଭକୁ ଭଲ ସହିତ ଖରାପ ସମୟ ଦଇେଛନ୍ତି। ଯାହା ଫଳ ରେ କୌଣସି ଲୋକ ଭବିଷ୍ଯତ ରେ କ'ଣ ଘଟିବ ତାହା ଜାଣିପାରିବ।
14
In the day of prosperity be joyful, and in the day of adversity consider; yes, God has made the one side by side with the other, to the end that man should not find out anything after him.
15
ମାରେ ଅର୍ଥହୀନ ଜୀବନ କାଳ ମଧିଅରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତବେେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ବେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା'ର ଦୁଷ୍ଟାମୀ ସତ୍ତ୍ବେ ଦୀର୍ଘଜୀବି ହୁଏ।
15
All this have I seen in my days of vanity: there is a righteous man who perishes in his righteousness, and there is a wicked man who lives long in his evil-doing.
16
ତୁମ୍ଭମାନେେ ନିଜକୁ ଅତି ଧାର୍ମିକ ବୋଲି ଦଖାେଅ ନାହିଁ। କିଅବା ଆପଣାକୁ ଅତି ଜ୍ଞାନୀ ବୋଲି ଦଖାଇେ ହୁଅ ନାହିଁ। କାହିଁକି ? ଏଥି ରେ ତୁମ୍ଭେ ନିଜକୁ ବିନାଶ କରିବ।
16
Don't be overly righteous, neither make yourself overly wise. Why should you destroy yourself?
17
ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ ?
17
Don't be too wicked, neither be foolish. Why should you die before your time?
18
ହସ୍ତ କାଢ଼ି ନ ନଇେ ତାକୁ ଧରି ରଖିବା ରେ ତୁମ୍ଭର ମଙ୍ଗଳ। କାରଣ ଯେ ପରମେଶ୍ବରଙ୍କୁ ସମ୍ମାନ କରେ, ସେ ଉଭୟ କରେ।
18
It is good that you should take hold of this. Yes, also from that don't withdraw your hand; for he who fears God will come forth from them all.
19
ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।
19
Wisdom is a strength to the wise man more than ten rulers who are in a city.
20
ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।
20
Surely there is not a righteous man on earth, who does good and doesn't sin.
21
ଯାହା ତୁମ୍ଭଙ୍କୁ କୁହାୟାଇଛି, ସମସ୍ତ କଥା ରେ ମନ ଯୋଗ ଦିଅ ନାହିଁ, ନ ହେଲେ ତୁମ୍ଭର ଦାସ ତୁମ୍ଭକୁ ଅଭିଶାପ ଦବୋର ତୁମ୍ଭେ ଶୁଣିବ।
21
Also don't take heed to all words that are spoken, lest you hear your servant curse you;
22
କାରଣ ତୁମ୍ଭେ ଜାଣ ଯେ, ତୁମ୍ଭେ ମଧ୍ଯ ଅନ୍ୟମାନଙ୍କୁ ସପରେି ବାରମ୍ବାର ଅଭିଶାପ ଦଇେଅଛ।
22
for often your own heart knows that you yourself have likewise cursed others.
23
ମୁଁ ଜ୍ଞାନଦ୍ବାରା ଏସବୁ ପରୀକ୍ଷା କଲି ଏବଂ ମୁଁ କହିଲି, ମୁଁ ଜ୍ଞାନୀ ହବୋକୁ ଚା ହେଁ। ମାତ୍ର ଜ୍ଞାନ ମାରେ ଗନ୍ତବ୍ଯଠାରୁ ବହୁତ ଦୂର ରେ ଅଛି।
23
All this have I proved in wisdom. I said, "I will be wise;" but it was far from me.
24
ସବୁ କିଛି ଆମ୍ଭର ବୁଝାମଣାର ବାହା ରେ, ଏସବୁ କିଏ ବୁଝିପାରିବ ?
24
That which is, is far off and exceedingly deep. Who can find it out?
25
ମାେ ହୃଦଯ ରେ ମୁଁ ଜାଣିବାକୁ ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଚାହିଁଲି। ମୁଁ ମଧ୍ଯ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଚାହିଁଲି।
25
I turned around, and my heart sought to know and to search out, and to seek wisdom and the scheme of things, and to know that wickedness is stupidity, and that foolishness is madness.
26
ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।
26
I find more bitter than death the woman whose heart is snares and traps, whose hands are chains. Whoever pleases God shall escape from her; but the sinner will be ensnared by her.
27
ଉପଦେଶକ କହିଲେ, ଦେଖ, ଉତ୍ତର ପାଇବାକୁ ଗୋଟିଏ ସହିତ ଆଉ ଗୋଟିଏ ଯୋଗ କରି, ଏହା ମୁଁ ପାଇଲି।
27
Behold, this have I found, says the Preacher, one to another, to find out the scheme;
28
ମୁଁ ବାରମ୍ବାର ଖାଜେିଲି ଏବଂ ମୁଁ ପାଇଲି ନାହିଁ। ହଜାର ରେ ଗୋଟିଏ ପୁରୁଷ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରୁଥିବାର ମୁଁ ପାଇଲି କିନ୍ତୁ ସମାନଙ୍କେ ମଧିଅରେ, ମୁଁ ଏକ ସ୍ତ୍ରୀ ପାଇଲି ନାହିଁ।
28
which my soul still seeks; but I have not found: one man among a thousand have I found; but a woman among all those have I not found.
29
ମୁଁ ଯାହା ପାଇଛି ତାକୁ ଥରେ ମାତ୍ର ଦେଖ। ପରମେଶ୍ବର ମାନବ ସମାଜକୁ ସରଳ କରି ତିଆରି କଲେ। କିନ୍ତୁ ସମାନେେ ସର୍ବଦା ନୂତନ ଯୋଜନା ଉଦ୍ଭାବନ କରିଛନ୍ତି।
29
Behold, this only have I found: that God made man upright; but they search for many schemes.
Choose Theme