ଯାତ୍ରା ପୁସ୍ତକ 12:4
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ଯଦି, ତୁମ୍ଭେ ପରିବାର ରେ ୟଥେଷ୍ଟ ଲୋକ ନଥାନ୍ତି ତାକୁ ଖାଇବାକୁ, ତବେେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପୟୁକ୍ତ ପରିମାଣ ରେ ଖାଦ୍ୟ ହବେ।
World English Bible
and if the household be too little for a lamb, then he and his neighbor next to his house shall take one according to the number of the souls; according to what everyone can eat you shall make your count for the lamb.