Home
Bibles
Bible Study with Steffi
Parallel ଯିହିଜିକଲ 10
Aa
Parallel ଯିହିଜିକଲ
Chapter 10
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସେତବେେଳେ ମୁଁ ଉପରକୁ ଚାହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ଯମଣ୍ଡଳ ରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସମାନଙ୍କେ ଉପ ରେ ଦଖାଗେଲା।
1
Then I looked, and see, in the expanse that was over the head of the cherubim there appeared above them as it were a sapphire stone, as the appearance of the likeness of a throne.
2
ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।
2
He spoke to the man clothed in linen, and said, Go in between the whirling wheels, even under the cherub, and fill both your hands with coals of fire from between the cherubim, and scatter them over the city. He went in as I watched.
3
ସେ ପୁରୁଷ ଗଲା ବେଳେ କରୂବଦୂତମାନେ ଗୃହର ଦକ୍ଷିଣପାଶର୍ବ ରେ ଠିଆ ହାଇେଥିଲେ ଏବଂ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
3
Now the cherubim stood on the right side of the house, when the man went in; and the cloud filled the inner court.
4
ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ବାର ଆଡ଼କୁ ଗଲା, ତେଣୁ ଗୃହ ମେଘ ରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ବଳ ତଜେ ରେ ପରିପୂର୍ଣ୍ଣ ହେଲା।
4
The glory of Yahweh mounted up from the cherub, and stood over the threshold of the house; and the house was filled with the cloud, and the court was full of the brightness of Yahweh's glory.
5
ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।
5
The sound of the wings of the cherubim was heard even to the outer court, as the voice of God Almighty when he speaks.
6
ପରମେଶ୍ବର ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ ଚକ୍ର ମଧ୍ଯରୁ ଅର୍ଥାତ୍ କିରୂବଦୂତମାନଙ୍କୁ ନିମ୍ନ ରେ ଥିବା ସ୍ଥାନରୁ ଜ୍ବଳନ୍ତ କୋଇଲାଗୁଡ଼ିକ ନବୋକୁ ଆଜ୍ଞା ଦେଲେ। ତେଣୁ ସେ ପୁରୁଷଟି ଗୋଟିଏ ଉଚ୍ଚ ପାଶର୍ବ ରେ ଠିଆ ହେଲେ।
6
It came to pass, when he commanded the man clothed in linen, saying, Take fire from between the whirling wheels, from between the cherubim, that he went in, and stood beside a wheel.
7
ତା'ପ ରେ ସହେି କିରୂବଦୂତମାନଙ୍କ ମଧ୍ଯରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧିଅରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତ ରେ ଦେଲେ ଓ ସେ ତାହା ନଇେ ବାହାରକୁ ଗଲେ।
7
The cherub stretched forth his hand from between the cherubim to the fire that was between the cherubim, and took of it, and put it into the hands of him who was clothed in linen, who took it and went out.
8
ମନୁଷ୍ଯର ହାତପରି ଦଖାଯାେଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦଖାଗେଲା।
8
There appeared in the cherubim the form of a man's hand under their wings.
9
ତା'ପ ରେ ମୁଁ ଅନାଇ ଦେଖିଲି ଏକ କିରୂବର ପାଶର୍ବ ରେ ଏକ ଚକ ଓ ଅନ୍ୟ କିରୂବର ପାଶର୍ବ ରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାଶର୍ବ ରେ ଏକାଠି ଚାରି ଚକ ଥିଲା। ଏବଂ ସହେି ଚକମାନର ଆଭା ବୈଦୁର୍ୟ୍ଯମଣିର ଆଭା ତୁଲ୍ଯ ଥିଲା।
9
I looked, and behold, four wheels beside the cherubim, one wheel beside one cherub, and another wheel beside another cherub; and the appearance of the wheels was like a beryl stone.
10
ସହେି ଚାରିଚକର ଆକୃତି ଏକ ପ୍ରକାର ଥିଲା। ସଗେୁଡ଼ିକ ଗୋଟିଏ ଚକ ମଧିଅରେ ଅନ୍ୟ ଚକ ଥିଲା ପରି ଦଖାେ ଯାଉଥିଲା।
10
As for their appearance, they four had one likeness, as if a wheel have been within a wheel.
11
ଗମନ କରିବା ସମୟରେ ସମାନେେ ନିଜ ନିଜର ଚାରି ପାଶର୍ବ ରେ ଗମନ କଲେ ଏବଂ ଗତି କଲା ବେଳେ ସମାନେେ ଫରେିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲା ବେଳେ ମୁହଁ ବୁଲାଇଲେ ନାହିଁ।
11
When they went, they went in their four directions: they didn't turn as they went, but to the place where the head looked they followed it; they didn't turn as they went.
12
ପୁଣି ସମାନଙ୍କେର ସମୁଦାଯ ଶରୀର, ସମାନଙ୍କେର ପୁଷ୍ପ ହସ୍ତ, ପକ୍ଷ ଓ ସହେି ଚାରିଚକ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
12
Their whole body, and their backs, and their hands, and their wings, and the wheels, were full of eyes round about, even the wheels that they four had.
13
ଆଉ ସହେି ଚକମାନଙ୍କୁ ଘୂର୍ଣ୍ଣାଯମାନ ଚକ ବୋଲି ଡ଼କାୟାଇଥିବାର ମୁଁ ଶୁଣିଲି।
13
As for the wheels, they were called in my hearing, the whirling wheels.
14
ପ୍ରେତ୍ୟକକ କିରୂବର ଚାରିମୁଖ ଥିଲା : ପ୍ରଥମ ମୁଖ କିରୁବ ଦୂତର ମୁଖ, ଦ୍ବିତୀୟ ମୁଖ ମନୁଷ୍ଯର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତକ୍ରୋଷ ପକ୍ଷୀର ମୁଖ ଥିଲା।
14
Every one had four faces: the first face was the face of the cherub, and the second face was the face of a man, and the third face the face of a lion, and the fourth the face of an eagle.
15
ତା'ପ ରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସମାନେେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ।
15
The cherubim mounted up: this is the living creature that I saw by the river Chebar.
16
କିରୁବମାନେ ଗମନ କଲା ବେଳେ ଚକସବୁ ସମାନଙ୍କେ ପାଶର୍ବ ରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଉର୍ଦ୍ଧ୍ବକୁ ୟିବା ପାଇଁ ଯେତବେେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତବେେଳେ ଚକ୍ରସବୁ ସମାନଙ୍କେ ପାଶର୍ବ ଛାଡ଼ିଲେ ନାହିଁ।
16
When the cherubim went, the wheels went beside them; and when the cherubim lifted up their wings to mount up from the earth, the wheels also didn't turn from beside them.
17
ସମାନେେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ।ପୁଣି ସମାନେେ ଉପରକୁ ଉଠିବା ବେଳେ ଚକ୍ର ସବୁ ସମାନଙ୍କେ ସଙ୍ଗ ରେ ଉପରକୁ ଉଠିଲେ। କାରଣ ସହେି ଜୀବିତ ପ୍ରାଣୀର ଆତ୍ମା ସହେି ଚକ ସବୁ ରେ ଥିଲା।
17
When they stood, these stood; and when they mounted up, these mounted up with them: for the spirit of the living creature was in them.
18
ଅନନ୍ତର ସଦାପ୍ରଭୁଙ୍କ ମହିମା ମନ୍ଦିରର ଏରୁଣ୍ଡିର ଉର୍ଦ୍ଧ୍ବକୁ ପ୍ରସ୍ଥାନ କରି କିରୂବମାନଙ୍କ ଉପ ରେ ଅଧିଷ୍ଠିତ ହେଲା।
18
The glory of Yahweh went forth from over the threshold of the house, and stood over the cherubim.
19
ତା'ପ ରେ କିରୂବ ଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମାେ ସମ୍ମୁଖ ରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସମାନଙ୍କେ ସହିତ ଗମନ କଲେ। ଆଉ ସମାନେେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖ ରେ ଅଟକିଗଲେ ଓ ସେ ସମୟରେ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ସମାନଙ୍କେ ଉପ ରେ ବିଦ୍ଯମାନ ଥିଲା।
19
The cherubim lifted up their wings, and mounted up from the earth in my sight when they went forth, and the wheels beside them: and they stood at the door of the east gate of Yahweh's house; and the glory of the God of Israel was over them above.
20
ମୁଁ କବାର ନଦୀ କୂଳ ରେ ପରମେଶ୍ବରଙ୍କର ମହିମା ରେ ଏହି ଜୀବିତ ପ୍ରାଣୀମାନଙ୍କୁ ଦେଖିଥିଲି। ଏବଂ ସମାନେେ କିରୁବଦୂତଗଣ ବୋଲି ମୁଁ ଜାଣିଲି।
20
This is the living creature that I saw under the God of Israel by the river Chebar; and I knew that they were cherubim.
21
ସମାନଙ୍କେର ପ୍ରେତ୍ୟକକର ଚାରିମୁଖ ଓ ଚାରିପକ୍ଷ ଥିଲା। ଏବଂ ସମାନଙ୍କେ ପକ୍ଷ ତଳେ ମାନବ ହସ୍ତ ଆକୃତିର ହସ୍ତ ଥିଲା।
21
Every one had four faces, and every one four wings; and the likeness of the hands of a man was under their wings.
22
ପୁଣି ମୁଁ କବାର ନଦୀ ନିକଟରେ ସମାନଙ୍କେର ଯେଉଁ ଯେଉଁ ମୁଖ ଦେଖିଥିଲି, ସମାନେେ ପ୍ରେତ୍ୟକକ ଆଗକୁ ଗମନ କଲେ।
22
As for the likeness of their faces, they were the faces which I saw by the river Chebar, their appearances and themselves; they went every one straight forward.
Choose Theme