ଯିହିଜିକଲ 35:8
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ମୁଁ ନିହତ ଲୋକମାନଙ୍କ ଶବ ରେ ତାହାର ପର୍ବଗୁଡ଼ିକୁ ସମ୍ପୂର୍ଣ୍ଣ ଆବୃତ କରିବି। ପୁଣି ହତ ଲୋକମାନଙ୍କର ଶବ ଉପପର୍ବତ, ଉପତ୍ୟକା ଓ ଜଳପ୍ରବାହଗୁଡ଼ିକରେ ପତିତ ହବେ।
World English Bible
I will fill its mountains with its slain: in your hills and in your valleys and in all your watercourses shall they fall who are slain with the sword.