Home
Bibles
Bible Study with Steffi
Parallel ଗାଲାତୀୟଙ୍କ ପ୍ରତି ପତ୍ର 5
Aa
Parallel ଗାଲାତୀୟଙ୍କ ପ୍ରତି ପତ୍ର
Chapter 5
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଆମ୍ଭେ ସମସ୍ତେ ଏବେ ସ୍ବାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ବାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ବର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।
1
Stand firm therefore in the liberty by which Christ has made us free, and don't be entangled again with a yoke of bondage.
2
ଶୁଣ ! ମୁଁ ପାଉଲ କହୁଛି, ଯଦି ତୁମ୍ଭମାନେେ ସୁନ୍ନତ ହାଇେ ବ୍ଯବସ୍ଥା ନିକଟକୁ ଫରେି ୟିବ, ତା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହବେେ ନାହିଁ।
2
Behold, I, Paul, tell you that if you receive circumcision, Christ will profit you nothing.
3
ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି : ଯଦି ଜଣେ କହେି ସୁନ୍ନତକୁ ଗ୍ରହଣ କରିବ, ତା' ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ଯବସ୍ଥା ପାଳନ କରିବାକୁ ବାଧ୍ଯ ହବେ।
3
Yes, I testify again to every man who receives circumcision, that he is a debtor to do the whole law.
4
ଯଦି ତୁମ୍ଭମାନେେ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସହିତ ଧାର୍ମିକ ହବୋକୁ ଚେଷ୍ଟା କରୁଛ, ତା' ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହକୁ ଅଗ୍ରାହ୍ଯ କଲ।
4
You are alienated from Christ, you who desire to be justified by the law. You have fallen away from grace.
5
ମୁଁ ଏହା କ ହେ କାରଣ ଆମେ ଆଶା କରୁ ଯେ, ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହବେୁ।
5
For we, through the Spirit, by faith wait for the hope of righteousness.
6
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
6
For in Christ Jesus neither circumcision amounts to anything, nor uncircumcision, but faith working through love.
7
ମ୍ଭମାନେେ ପ୍ରତିୟୋଗିତା ରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତବେେ ତୁମ୍ଭମାନଙ୍କୁ ସତ୍ଯପଥ ଅନୁସରଣ କରିବା ରେ ବାଧା ଦଲୋ ?
7
You were running well! Who interfered with you that you should not obey the truth?
8
ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସହେି ପ୍ରବର୍ତ୍ତନା ପରମେଶ୍ବରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ।
8
This persuasion is not from him who calls you.
9
ସାବଧାନ ରୁହ, ଅଳ୍ପ ଟିକିଏ ଖମୀର ଜନ୍ତା ହାଇେଥିବା ସବୁ ମଇଦାକୁ ଫୁଲାଇ ଦିଏ।279
9
A little yeast grows through the whole lump.
10
ପ୍ରଭୁଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ଏହିଭଳି ଭିନ୍ନ ମତାମତକୁ ବିଶ୍ବାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ୟିଏ ହେଉ ନା କାହିଁକି ଦଣ୍ଡ ପାଇବ।
10
I have confidence toward you in the Lord that you will think no other way. But he who troubles you will bear his judgment, whoever he is.
11
ମାେ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହବୋ ନିହାତି ଆବଶ୍ଯକ। ଯଦି ମୁଁ ଏହା ଶିଖାଇଛି, ତା ହେଲେ ମାେତେ କାହିଁକି ତାଡ଼ନା ଆସୁଛି ? ମୁଁ ଯଦି ଏହା ପ୍ରଚାର କରିଥିଲି, ତା' ହେଲେ କ୍ରୁଶ ସମ୍ବନ୍ଧୀୟ ମାରେ ଶିକ୍ଷା ଲୋକଙ୍କୁ ବ୍ଯତିବ୍ଯସ୍ତ କରି ପକାଇ ନ ଥାନ୍ତା।
11
But I, brothers, if I still preach circumcision, why am I still persecuted? Then the stumbling-block of the cross has been removed.
12
ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତଜେିତ କରୁଛନ୍ତି, ସମାନେେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାଁନ୍ତି କାହିଁକି ?
12
I wish that those who disturb you would cut themselves off.
13
ମାେ ଭାଇ ଓ ଭଉଣୀମାନେ ! ପରମେଶ୍ବର ତୁମ୍ଭମାନଙ୍କୁ ସ୍ବାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ବାଧୀନତାକୁ ତୁମ୍ଭମାନେେ ନିଜ ନିଜର ପାପମୟ ସ୍ବଭାବର ଇଚ୍ଛା ପୂରଣ ନିମନ୍ତେ ବ୍ଯବହାର କର ନାହିଁ। ବରଂ ଏକ ଆ ରକରେ ପ୍ ରମେ ପୂର୍ବକ ସବୋ କର।
13
For you , brothers, were called for freedom. Only don't use your freedom for gain to the flesh, but through love be servants to one another.
14
ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହାଇେଛି : ନିଜକୁ ପ୍ ରମେ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ ରମେ କର।280
14
For the whole law is fulfilled in one word, in this: "You shall love your neighbor as yourself."
15
ଯଦି ତୁମ୍ଭେ ଏକ ଆ ରକେକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ବାରା ପରସ୍ପରକୁ ଗ୍ରାସ କରି ଚାଲ, ତା ହେଲେ ତୁମ୍ଭମାନେେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହାଇେ ୟିବ। ତେଣୁ ସାବଧାନ ରୁହ।
15
But if you bite and devour one another, be careful that you don't consume one another.
16
ସେଥିପାଇଁ ମୁଁ କହୁଛି : ଆତ୍ମାଙ୍କର ଅନୁସରଣ କରି ଜୀବନ ଯାପନ କର। ତା ହେଲେ ତୁମ୍ଭମାନେେ ପାପମୟ ସ୍ବଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ୟ୍ଯ କରିବ ନାହିଁ।
16
But I say, walk by the Spirit, and you won't fulfill the lust of the flesh.
17
ଆମ୍ଭର ପାପମୟ ସ୍ବଭାବର ଇଚ୍ଛା ପବିତ୍ର ଆତ୍ମାଙ୍କର ବିରୋଧୀ ଓ ପବିତ୍ର ଆତ୍ମା ପାପମୟ ସ୍ବଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭମାନେେ ପ୍ରକୃତ ରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ।
17
For the flesh lusts against the Spirit, and the Spirit against the flesh; and these are contrary to one other, that you may not do the things that you desire.
18
କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କର ପରିଚାଳିତ ପଥରେ ଚଳୁଛ, ତା' ହେଲେ ତୁମ୍ଭମାନେେ ବ୍ଯବସ୍ଥାର ଅଧୀନ ନୁହଁ।
18
But if you are led by the Spirit, you are not under the law.
19
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,
19
Now the works of the flesh are obvious, which are: adultery, sexual immorality, uncleanness, lustfulness,
20
ମୂର୍ତ୍ତିପୂଜା, ଯାଦୁବିଦ୍ଯା, ଘୃଣା, ଝଗଡ଼ା, ଈର୍ଷା, କୋର୍ଧ, ସ୍ବାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ,
20
idolatry, sorcery, hatred, strife, jealousies, outbursts of anger, rivalries, divisions, heresies,
21
ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।
21
envyings, murders, drunkenness, orgies, and things like these; of which I forewarn you, even as I also forewarned you, that those who practice such things will not inherit the Kingdom of God.
22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
22
But the fruit of the Spirit is love, joy, peace, patience, kindness, goodness, faithfulness,
23
ଭଦ୍ରତା ଓ ଆତ୍ମ-ସଂୟମ। ଏହି ବିଷୟଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।
23
gentleness, and self-control. Against such things there is no law.
24
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।
24
Those who belong to Christ have crucified the flesh with its passions and lusts.
25
ସହେି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।
25
If we live by the Spirit, let's also walk by the Spirit.
26
ଆମ୍ଭେ ବୃଥାଭିମାନୀ ହବୋ ନାହିଁ। ଏକ ଆ ରକେକୁ ଅସୁବିଧା ରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।
26
Let's not become conceited, provoking one another, and envying one another.
Choose Theme