Home
Bibles
Bible Study with Steffi
Parallel ଆଦି ପୁସ୍ତକ 12
Aa
Parallel ଆଦି ପୁସ୍ତକ
Chapter 12
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ।
1
Now Yahweh said to Abram, "Get out of your country, and from your relatives, and from your father's house, to the land that I will show you.
2
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
2
I will make of you a great nation. I will bless you, and make your name great. You will be a blessing.
3
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।
3
I will bless those who bless you, and I will curse him who curses you. In you will all of the families of the earth be blessed."
4
ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।
4
So Abram went, as Yahweh had spoken to him. Lot went with him. Abram was seventy-five years old when he departed out of Haran.
5
ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।
5
Abram took Sarai his wife, Lot his brother's son, all their substance that they had gathered, and the souls who they had gotten in Haran; and they went forth to go into the land of Canaan. Into the land of Canaan they came.
6
ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ।
6
Abram passed through the land to the place of Shechem, to the oak of Moreh. The Canaanite was then in the land.
7
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
7
Yahweh appeared to Abram, and said, "I will give this land to your seed." He built an altar there to Yahweh, who appeared to him.
8
ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।
8
He left from there to the mountain on the east of Bethel, and pitched his tent, having Bethel on the west, and Ai on the east. There he built an altar to Yahweh, and called on the name of Yahweh.
9
ଏହାପରେ ଅବ୍ରାମ ଭ୍ରମଣ କରୁକରୁ ଦକ୍ଷିଣ ଦିଗକୁ ଗଲେ।
9
Abram traveled, going on still toward the South.
10
ସହେି ସମୟରେ ସହେି ଦେଶର ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ୟାତ୍ରା କଲେ।
10
There was a famine in the land. Abram went down into Egypt to live as a foreigner there, for the famine was sore in the land.
11
ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।
11
It happened, when he was come near to enter into Egypt, that he said to Sarai his wife, "See now, I know that you are a beautiful woman to look on.
12
ମିଶରୀଯମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, 'ତୁମ୍ଭେ ମାରେ ସ୍ତ୍ରୀ।' ତେଣୁ ସମାନେେ ମାେତେ ମାରି ଦବେେ ଏବଂ ତୁମ୍ଭକୁ ଦୂର ରେ ନଇେଯିବେ।
12
It will happen, when the Egyptians will see you, that they will say, 'This is his wife.' They will kill me, but they will save you alive.
13
ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମାରେ ଭଉଣୀ ବୋଲି। ସେଥିପାଇଁ ସମାନେେ ମାେତେ ଦୟା ଦଖାଇବେେ। ଏହି ପ୍ରକା ରେ ତୁମ୍ଭେ ମାରେ ପ୍ରାଣକୁ ରକ୍ଷା କରିପାରିବ।
13
Please say that you are my sister, that it may be well with me for your sake, and that my soul may live because of you."
14
ଯେତବେେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀଯମାନେ ସହେି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।
14
It happened that when Abram had come into Egypt, the Egyptians saw that the woman was very beautiful.
15
ଏହାପରେ ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁ ରେ ତାଙ୍କର ପ୍ରଶଂସା କଲେ। ଏହାପରେ ସହେି ସ୍ତ୍ରୀଲୋକଟିକୁ ଫାରୋଙ୍କ ଗୃହକୁ ଅଣାଗଲା।
15
The princes of Pharaoh saw her, and praised her to Pharaoh; and the woman was taken into Pharaoh's house.
16
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦଖାଇେଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
16
He dealt well with Abram for her sake. He had sheep, and oxen, and male donkeys, and men-servants, and maid-servants, and female donkeys, and camels.
17
ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।
17
Yahweh plagued Pharaoh and his house with great plagues because of Sarai, Abram's wife.
18
ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?
18
Pharaoh called Abram, and said, "What is this that you have done to me? Why didn't you tell me that she was your wife?
19
ତୁମ୍ଭେ କହିଲ ଯେ, ' ସେ ତୁମ୍ଭର ଭଉଣୀ ଥିଲା।' ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମାରେ ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫରୋଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫରେିୟାଅ।
19
Why did you say, 'She is my sister,' so that I took her to be my wife? Now therefore, see your wife, take her, and go your way."
20
ଫାରୋ ତାଙ୍କର ଲୋକମାନଙ୍କୁ ମିଶରରୁ ତଡ଼ି ଦବୋ ପାଇଁ ଅବ୍ରାମଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ଏବଂ ସମସ୍ତ ଦ୍ରବ୍ଯ ଧରି ସହେି ସ୍ଥାନ ପରିତ୍ଯାଗ କଲେ।
20
Pharaoh gave men charge concerning him: and they brought him on the way, and his wife, and all that he had.
Choose Theme