Home
Bibles
Bible Study with Steffi
Parallel ଆଦି ପୁସ୍ତକ 2
Aa
Parallel ଆଦି ପୁସ୍ତକ
Chapter 2
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଏହିପରି ଭାବରେ, ପରମେଶ୍ବର ଆକାଶମଣ୍ଡଳ ରେ ଓ ପୃଥିବୀ ମଧିଅରେ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।
1
The heavens and the earth were finished, and all the host of them.
2
ସପ୍ତମ ଦିନ ରେ, ପରମେଶ୍ବର ସୃଷ୍ଟିର ପ୍ରେତ୍ୟକକ କାର୍ୟ୍ଯ ଜିନିଷକୁ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନ ରେ ପରମେଶ୍ବର ଆପଣାର ସମସ୍ତ କାର୍ୟ୍ଯରୁ ବିଶ୍ରାମ ନେଲେ।
2
On the seventh day God finished his work which he had made; and he rested on the seventh day from all his work which he had made.
3
ତା'ପରେ ପରମେଶ୍ବର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ବର ସମସ୍ତ ଜିନିଷ ସୃଷ୍ଟି କରିସାରିଲା ପରେ ବିଶ୍ରାମ ନେଲେ।
3
God blessed the seventh day, and made it holy, because he rested in it from all his work which he had created and made.
4
ଏହା ହେଲା ପୃଥିବୀ ଓ ଆକାଶର ଇତିହାସ। ଯେଉଁ ସମୟରେ ପରମେଶ୍ବର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସହେି ସମୟର ଇତିହାସ।
4
This is the history of the generations of the heavens and of the earth when they were created, in the day that Yahweh God made earth and the heavens.
5
ସହେି ସମୟରେ କୌଣସି ବୁଦା ବା ଘାସ ବଢ଼ିନଥିଲା, ସଦାପ୍ରଭୁ ପୃଥିବୀ ରେ ବର୍ଷା କରାଇ ନଥିଲେ। କାରଣ ପୃଥିବୀର ଯତ୍ନ ନବୋପାଇଁ କହେି ନଥିଲେ।
5
No plant of the field was yet in the earth, and no herb of the field had yet sprung up; for Yahweh God had not caused it to rain on the earth. There was not a man to till the ground,
6
ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା।
6
but a mist went up from the earth, and watered the whole surface of the ground.
7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
7
Yahweh God formed man from the dust of the ground, and breathed into his nostrils the breath of life; and man became a living soul.
8
ଏହାପରେ ସଦାପ୍ରଭୁ ପରମେଶ୍ବର, ଏଦନ୍ର ପୂର୍ବ ଦିଗ ରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସଠାେରେ ସେ ସୃଷ୍ଟି କରିଥିବା ମନୁଷ୍ଯକୁ ରଖିଲେ।
8
Yahweh God planted a garden eastward, in Eden, and there he put the man whom he had formed.
9
ସଦାପ୍ରଭୁ ପରମେଶ୍ବର ପ୍ରେତ୍ୟକକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀ ରେ ସୃଷ୍ଟି କଲେ। ସହେି ଭାବରେ ଉଦ୍ୟାନ ରେ ମଧ୍ଯଭାଗ ରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷଯ ରେ ଜ୍ଞାନ ଦବୋ ବୃକ୍ଷ ମଧ୍ଯ ଉତ୍ପନ୍ନ କଲେ।
9
Out of the ground Yahweh God made every tree to grow that is pleasant to the sight, and good for food; the tree of life also in the midst of the garden, and the tree of the knowledge of good and evil.
10
ଗୋଟିଏ ନଦୀ ଏଦନରୁ ପ୍ରବାହିତ ହାଇେ ଉଦ୍ୟାନକୁ ଜଳ ଦିଏ। ଏହାପରେ ସହେି ନଦୀ ଚ଼ାରି ଭାଗ ରେ ବିଭକ୍ତ ହେଲା।
10
A river went out of Eden to water the garden; and from there it was parted, and became four heads.
11
ପ୍ରଥମ ନଦୀର ନାମ ପିଶାେନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚ଼ତୁପାଶର୍ବ ଦଇେ ବହିଗଲା, ଯେଉଁ ସ୍ଥାନ ରେ ସୁବର୍ଣ୍ଣ ଅଛି।
11
The name of the first is Pishon: this is the one which flows through the whole land of Havilah, where there is gold;
12
ସହେି ଦେଶ ରେ ଚ଼ିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମଦେକମଣି ଅଛି।
12
and the gold of that land is good. There is aromatic resin and the onyx stone.
13
ଦ୍ବିତୀୟ ନଦୀର ନାମ ଗୀହାନ୍େ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ଯାପିଥିଲା।
13
The name of the second river is Gihon: the same river that flows through the whole land of Cush.
14
ତୃତୀୟ ନଦୀର ନାମ ହିଦ୍ଦକେଲ୍ ଥିଲା, ଏହା ଅଶ୍ବରୀଯ ଦେଶର ସମ୍ମୁଖ ଦଇେ ଗମନ କରେ। ଏବଂ ଚ଼ତୁର୍ଥ ନଦୀର ନାମ ଫରାତ୍ ଥିଲା।
14
The name of the third river is Hiddekel: this is the one which flows in front of Assyria. The fourth river is the Euphrates.
15
ସଦାପ୍ରଭୁ ପରମେଶ୍ବର ସହେି ମନୁଷ୍ଯକୁ ନଇେ ଏଦନ ଉଦ୍ୟାନ ରେ କୃଷିକର୍ମ ଓ ତାହାର ଯତ୍ନ ନବୋ ପାଇଁ ନିୟୁକ୍ତ କଲେ।
15
Yahweh God took the man, and put him into the garden of Eden to dress it and to keep it.
16
ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, ତୁମ୍ଭେ ଉଦ୍ୟାନର ଯେ କୌଣସି ଗଛର ଫଳ ଖାଇପାରିବ।
16
Yahweh God commanded the man, saying, "Of every tree of the garden you may freely eat:
17
କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସହେି ବୃକ୍ଷର ଫଳ ଖାଇବ ତୁମ୍ଭେ ସହେି ଦିନ ମରିବ!
17
but of the tree of the knowledge of good and evil, you shall not eat of it: for in the day that you eat of it you will surely die."
18
ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।
18
Yahweh God said, "It is not good that the man should be alone; I will make him a helper suitable for him."
19
ସଦାପ୍ରଭୁ ପରମେଶ୍ବର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶ ରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ବର ସମସ୍ତଙ୍କୁ ମନୁଷ୍ଯ ନିକଟକୁ ଦଖାଇବୋକୁ ଆଣିଲେ। ସହେି ମନୁଷ୍ଯ ସମାନଙ୍କେୁ କଣ କହି ଡ଼ାକିବ, ଏହା ଜାଣିବା ପାଇଁ। ସହେି ସୃଷ୍ଟି ପ୍ରାଣୀଙ୍କୁ ସେ ଯାହା କହି ଡ଼ାକିଲା, ତାହା ସମାନଙ୍କେର ନାମ ହେଲା।
19
Out of the ground Yahweh God formed every animal of the field, and every bird of the sky, and brought them to the man to see what he would call them. Whatever the man called every living creature, that was its name.
20
ମନୁଷ୍ଯ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶ ରେ ଉଡୁଥିବା ପକ୍ଷୀ ଏବଂ ପ୍ରେତ୍ୟକକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା' ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନଥିଲେ।
20
The man gave names to all cattle, and to the birds of the sky, and to every animal of the field; but for man there was not found a helper suitable for him.
21
ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।
21
Yahweh God caused a deep sleep to fall on the man, and he slept; and he took one of his ribs, and closed up the flesh in its place.
22
ସଦାପ୍ରଭୁ ପରମେଶ୍ବର ମନୁଷ୍ଯର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ। ଏବଂ ମନୁଷ୍ଯ ନିକଟକୁ ତାହାକୁ ଆଣିଲେ।
22
He made the rib, which Yahweh God had taken from the man, into a woman, and brought her to the man.
23
ସହେି ମନୁଷ୍ଯ କହିଲେ,
23
The man said, "This is now bone of my bones, and flesh of my flesh. She will be called Woman, because she was taken out of Man."
24
ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।
24
Therefore a man will leave his father and his mother, and will join with his wife, and they will be one flesh.
25
ମନୁଷ୍ଯ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସମାନେେ ଲଜ୍ଜାବୋଧ କରୁନଥିଲେ।
25
They were both naked, the man and his wife, and were not ashamed.
Choose Theme